Latest Odisha News

BREAKING NEWS

Browsing Tag

PM Modi

ଗୁଜରାଟ ଷ୍ଟାଡିୟମରେ ଏକାଠି ମ୍ୟାଚ ଦେଖୁଛନ୍ତି ଭାରତ-ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଗୁଜରାଟ ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଆଜି ଚାଲିଛି ବର୍ଡର୍‌-ଗାଭାସ୍କର୍ ଟ୍ରଫିର ୪ର୍ଥ ତଥା ଚୂଡ଼ାନ୍ତ ଟେଷ୍ଟ୍ ମ୍ୟାଚ୍।  ଅହମ୍ମଦାବାଦରେ ଦୁଇ ରାଷ୍ଟ୍ରର ପ୍ରଧାନମନ୍ତ୍ରୀ ଦେଖୁଛନ୍ତି କ୍ରିକେଟ ମ୍ୟାଚ । ବର୍ଡର ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ…

କେନ୍ଦ୍ରୀୟ ସଂସ୍ଥାର ଅପବ୍ୟବହାର ନେଇ ପିଏମ୍ ମୋଦିଙ୍କୁ ୮ଟି ବିରୋଧୀ ଦଳର ଚିଠି, କଂଗ୍ରେସ ଚୁପ୍  

ନୂଆଦିଲ୍ଲୀ: ଇଡି, ସିବିଆଇ ଭଳି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ନିରପେକ୍ଷ ହୋଇ କାମ କରୁନାହାଁନ୍ତି । କେନ୍ଦ୍ର ସରକାରଙ୍କ ହାତବାରିସୀ ହୋଇ କାମ କରୁଥିବା ଅଭିଯୋଗ କରିଛନ୍ତି ବିରୋଧୀ । ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଗିରଫ ପରେ ସିବିଆଇ ଓ କେନ୍ଦ୍ର ସରକାରଙ୍କୁ ନେଇ ରାଜନୀତି…

ଗ୍ୟାସ୍ ଦର ବଢ଼ାଇ ପିଏମ୍ ମୋଦି ଚାହୁଁଛନ୍ତି କି ଲୋକେ ଚାଉଳ ନ ରାନ୍ଧି କଞ୍ଚା ଖାଆନ୍ତୁ ? :ବିଜେଡି

ଭୁବନେଶ୍ୱର: ଓଡ଼ିଶା ତଥା ଦେଶର ମା’ ଭଉଣୀଙ୍କ ଆଖିରୁ ଚୂଲି ଧୂଆଁ ବାଜି ଯେଭଳି ଲୁହ ନବାହାରିବ ସେଥିପାଇଁ କେନ୍ଦ୍ର ସରକାର ଉଜ୍ୱଳା ଯୋଜନାରେ ରିହାତି ଦରରେ ରନ୍ଧନ ଗ୍ୟାସ ସିଲିଣ୍ଡର ଯୋଗାଣ ଯୋଜନା କରିଥିଲେ । ହେଲେ ଏଲପିଜି ରନ୍ଧନ ଗ୍ୟାସର ଦର ଦ୍ରୁତ ଗତିରେ ବୃଦ୍ଧି କେବଳ ଓଡ଼ିଶାର ମାଆ ଏବଂ…

‘ମନ୍ କି ବାତ’ରେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା, କମଳା କହିଲେ ‘ବିକ୍ରି ନହେଲେ ମୋଦିଙ୍କୁ ପଠେଇବି’

ଭୁବନେଶ୍ୱର: ଜରି ଲୁଚେଇ ଆଣୁଥିଲେ, ହାତରେ ସାଦରେ ବୁଣୁଥିଲେ । ପ୍ଲାଷ୍ଟିକ ଆବର୍ଜନାରୁ ସୃଷ୍ଟି କରୁଥିଲେ ସର୍ଜନା । ‘ମନ୍ କି ବାତ’ରେ କେନ୍ଦ୍ରାପଡ଼ାର କମଳା ମହରଣାଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଖଇରାବାଦ ଅଞ୍ଚଳର କମଳା ମହାରଣା ବର୍ଜ୍ୟବସ୍ତୁରୁ ଘରକରଣା…

ଘରେ ଘରେ ପହଞ୍ଚିବ ମୋଦି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା

କଟକ: ରାଜ୍ୟବାସୀଙ୍କୁ ଭ୍ରଷ୍ଟାଚାରୀ ଓ ଦୁର୍ନୀତିଗ୍ରସ୍ତ ବିଜେଡି ସରକାରର ଆଉ ଆବଶ୍ୟକତା ନାହିଁ । ମହିଳା, ଯୁବ, କୃଷକ, ଅନୁସୁଚିତ ଜାତି ଓ ଜନଜାତି, ପଛୁଆ, ସଂଖ୍ୟାଲଘୁ ବର୍ଗ ଲୋକଙ୍କୁ ବାରମ୍ବାର ପ୍ରତାରିତ କରି ଆସୁଛି ଶାସକ ବିଜେଡି । ରାଜ୍ୟ ସରକାରଙ୍କ ମିଛ ବର୍ତ୍ତମାନ ପଦାରେ ପଡ଼ିଲାଣି ।…

ପିଏମ୍ ମୋଦିଙ୍କୁ କାହିଁକି ହଟାଇବାକୁ ଚାହୁଁଛନ୍ତି ଆମେରିକୀୟ ଅରବପତି ଜର୍ଜ ସୋରୋସ ?

ନୂଆଦିଲ୍ଲୀ: ହିଣ୍ଡେନବର୍ଗର ରିପୋର୍ଟ ପରେ ଖସି ଚାଲିଛି ଆଦାନୀଙ୍କ ସମ୍ପତ୍ତି । ଯାହାକୁ ନେଇ ଆମେରିକାର ଅରବପତି ବ୍ୟବସାୟୀ ଜର୍ଜ ସୋରୋସ ପିଏମ୍ ମୋଦିଙ୍କୁ ସମାଲୋଚନା କରିଛନ୍ତି । ଦାବି କରି କହିଛନ୍ତି, ଆଦାନୀଙ୍କ ପ୍ରସଙ୍ଗରେ ଭାରତରେ ଏକ ବଡ଼ ଗଣତାନ୍ତ୍ରିକ ପରିବର୍ତ୍ତନ ହେବ । ଜର୍ଜ…

ସାରା ଦେଶ ଦେଖୁଛି, ଏକୁଟିଆ ଜଣେ କେତେ ଲୋକଙ୍କ ପାଇଁ ଭାରି ପଡୁଛି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରାଜ୍ୟସଭାରେ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ବିରୋଧୀଙ୍କୁ ଟାର୍ଗେଟ କରି  ମୋଦି କହିଛନ୍ତି, ଆଜି ସାରା ଦେଶ ଦେଖୁଛି, ଜଣେ ଏକୁଟିଆ କେତେ ଲୋକଙ୍କ ଉପରେ…

ଜଳାବତରଣ କଲା ବିଶ୍ୱର ସର୍ବବୃହତ୍ତ ଜାହାଜ ଗଙ୍ଗାବିଳାସ

ବାରାଣାସୀ: ଦୁନିଆର ସବୁଠୁ ବଡ ନଦୀପୋତ ଏମ୍ ଭି ଗଙ୍ଗାବିଳାସ ଆଜି ଯାତ୍ରା ଆରମ୍ଭ କରିଛି । ବାରାଣାସୀରୁ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ଏହି ଅତ୍ୟାଧୁନିକ ଜାହାଜର ଲମ୍ବ ୬୨ ମିଟର, ଚଉଡ଼ା ୧୨ ମିଟର ଓ…

ହକି ବିଶ୍ୱକପ୍, କେନ୍ଦ୍ରକୁ କୃତଜ୍ଞତା ଜଣାଇଲେ ନବୀନ

କଟକ: ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଆଜି କଟକର ବାରବାଟୀ ଷ୍ଟାଡିୟମରେ ଉଦଘାଟିତ ହୋଇଛି ହକି ବିଶ୍ୱକପ୍ । ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ମ୍ୟାଚ୍ ଖେଳାଯିବ । ବୁଧବାର ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…

ମୋଦିଙ୍କ ବନ୍ଦେ ଭାରତ ଟ୍ରେନ୍ ଫେଲ୍ ! ୩ ବର୍ଷରେ ଗଡ଼ିଛି ମାତ୍ର ୭ଟି

ନୂଆଦିଲ୍ଲୀ: ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତିରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ, ଆଗାମୀ ୭୫ ସପ୍ତାହରେ ଦେଶର କୋଣ ଅନୁକୋଣକୁ ୭୫ଟି ବନ୍ଦେ ଭାରତ ଟ୍ରେନ୍ ଗଡ଼ିବ । ୨୦୨୩ ଅଗଷ୍ଟରେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତିରେ ପାଳନ କରାଯାଉଥିବା ଆଜାଦୀ କି ଅମ୍ରିତ ମହୋତ୍ସବ ଶେଷ ହେବ । ହେଲେ…