Latest Odisha News

BREAKING NEWS

Browsing Tag

PM Modi

ମାଟି ବଞ୍ଚାଅ ଆନ୍ଦୋଳନ ସଫଳ ହେବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିଶ୍ବ ପରିବେଶ ଦିବସ ଅବସରରେ ଇଶା ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ମାଟି ବଞ୍ଚାଅ ଆନ୍ଦୋଳନକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ଦେଶ ଯେତେବେଳେ ଆଜାଦି କା ଅମ୍ରିତ ମହୋତ୍ସବର ସଂକଳ୍ପ ନେଇଛି, ସେତେବେଳେ ଏଭଳି ଆନ୍ଦୋଳନ ସ୍ୱତନ୍ତ୍ର ଗୁରୁତ୍ୱ ବହନ କରେ ବୋଲି କହିଛନ୍ତି…

ନବୀନଙ୍କ ରଣନୀତିରେ ଅନୁଗତଙ୍କ ଅକଲ ଗୁଡୁମ୍ !

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଅନେକ କିଛି ନୁଆ ଫର୍ମୁଲା ନବୀନ ଆପଣେଇଛନ୍ତି । ଅତୀତରେ ଏହାର ଅନେକ ପ୍ରମାଣ ମଧ୍ୟ ରହିଛି । କେତେବେଳେ ସେ କାହାର ପତ୍ତା କାଟନ୍ତି କାହାକୁ ଟେର ମଧ୍ୟ ମିଳେ ନାହିଁ । ତେବେ ବର୍ତମାନରେ ଦେଖିବାକୁ ଗଲେ ନବୀନଙ୍କ ନିଷ୍ପତ୍ତି କେବଳ ଶାସକ ଦଳର ନେତାଙ୍କୁ…

କରୋନା ଲଢ଼େଇ ପାଇଁ ମୋଦିଙ୍କ ୩ଟି ମନ୍ତ୍ର; ଖୁବ୍ ଶୀଘ୍ର ହେଉ ଶିଶୁଙ୍କ ଟୀକାକରଣ

ନୂଆଦିଲ୍ଲୀ: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସ୍ଥିତି ସମୀକ୍ଷା ବୈଠକ କରିଛନ୍ତି । ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ସହ ବଢୁଥିବା ସଂକ୍ରମଣକୁ ରୋକିବା ପାଇଁ ପରାମର୍ଶ ଦେଇଛନ୍ତି ମୋଦି ।…

ଆସନ୍ତା କାଲି ପ୍ରଧାନମନ୍ତ୍ରୀ କରିବେ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସ୍ଥିତି ସମୀକ୍ଷା ବୈଠକ

ଭୁୁବନେଶ୍ୱର: ଆସନ୍ତା କାଲି ଏପ୍ରିଲ ୨୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ । ରାଜ୍ୟ ଗୁଡ଼ିକର କରୋନା ସ୍ଥିତି ବିଷୟରେ ଆଲୋଚନା କରିବେ ମୋଦି । କରୋନାର ତୃତୀୟ ଲହରରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ମୁମ୍ବାଇ, ଦିଲ୍ଲୀ ଭଳି…

ମୋଦିଙ୍କୁ ଜୀବନ ବଞ୍ଚାଇବାକୁ ସାହାଯ୍ୟ ମାଗିଲେ ପାକିସ୍ତାନ ଦୁଷ୍କର୍ମ ପୀଡ଼ିତା

ଭୁବନେଶ୍ୱର: ପାକିସ୍ତାନ ଅଧିକୃତ କଶ୍ମୀରର ମୁଜ୍ଜଫରାବାଦ ଦୁଷ୍କର୍ମ ପୀଡ଼ିତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ଜୀବନ ବଞ୍ଚାଇବାକୁ ସାହାଯ୍ୟ ମାଗିଛନ୍ତି । ପୀଡ଼ିତା ଜଣକ ଏକ ଭିଡିଓ ଜରିଆରେ ନିଜ ଦୁଃଖ କହି ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜୀବନ ରକ୍ଷା ଅନୁରୋଧ କରିଛନ୍ତି ।…

ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ଘାଟନ କଲେ ୨୧୬ ଫୁଟ୍ ଉଚ୍ଚ “ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି”

ଭୁବନେଶ୍ୱର: ହାଇଦ୍ରାବାଦରେ ଶ୍ରୀରାମାନୁଜାଚାର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଉଦ୍‌ଘାଟିତ ହେଲା ୨୧୬ ଫୁଟ୍ ଉଚ୍ଚ “ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି” । ତେଲେଙ୍ଗାନା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସାବାଦଠାରେ ଏହି ବିଶାଳକାୟ ପ୍ରତିମୂର୍ତ୍ତୀକୁ ଅନାବରଣ କରିଥିଲେ । ଏହି ମୂର୍ତ୍ତୀକୁ…

[ଭିଡିଓ] ମୋଦିଙ୍କୁ ପାକିସ୍ତାନରୁ ଡାକରା, ଆମକୁ ଉଦ୍ଧାର କର

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଗୋଟିଏ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀରର ଜଣେ ବାସିନ୍ଦା ସହାୟତା ପାଇଁ ଭାରତ ସରକାର ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛନ୍ତି । ଏହି ଭିଡିଓରେ ଥିବା ବ୍ୟକ୍ତି ଜଣକ ହେଉଛନ୍ତି ମୁଜାଫରବାଦ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଉଲ୍ଲଂଘନ ପାଇଁ ଦାୟୀ କିଏ?; ଆଜି ହୋଇପାରେ ଶୁଣାଣି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଉଲ୍ଲଂଘନ ମାମଲାରେ ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଥିଲା। ଆଜି ସୁପ୍ରିମକୋର୍ଟରେ ଏହା ଉପରେ ଶୁଣାଣି ହୋଇପାରେ। ବରିଷ୍ଠ ଓକିଲ ମନିନ୍ଦର ସିଂ କୋର୍ଟଙ୍କ ତତ୍ତ୍ବାବଧାନରେ ତଦନ୍ତ ପାଇଁ ଦାବି କରିଛନ୍ତି।…

ସିକ୍କିମ ତିଆରି ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାଁରେ ସଡ଼କ

ଗ୍ୟାଙ୍ଗଟକ୍‌: ସିକ୍କିମର ସୋମଗୋ ହ୍ରଦ ଏବଂ ନାଥୁଲା ସୀମାକୁ ରାଜଧାନୀ ଗ୍ୟାଙ୍ଗଟକ ସହିତ ସଂଯୋଗ କରୁଥିବା ଏହି ରାସ୍ତାର ନାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ନାମିତ ହୋଇଛି। ରାଜ୍ୟପାଳ ଗଙ୍ଗା ପ୍ରସାଦଙ୍କ ଦ୍ୱାରା ନୂତନ ଭାବେ ନିର୍ମିତ ଏହି ରାସ୍ତାକୁ ଆନୁଷ୍ଠାନିକ ଭାବେ ଉଦଘାଟନ…

୧୨ କୋଟିର ମର୍ସିଡିଜ୍ ଚଢିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମର୍ସିଡିଜ୍-ମେବ୍ୟାକ୍‌ S 650ରେ ଦେଖିବାକୁ ମିଳିବ। ପିଏମ୍‌ ମୋଦୀ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ପାଇଁ ନୂଆ ମେବ୍ୟାକ୍‌ ଏସ୍‌ 650 ରେ ପ୍ରଥମ ଥର ପାଇଁ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଖିବାକୁ…