ପ୍ରେରଣାଦାୟୀ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ ପାଇଁ ଦେଶବାସୀଙ୍କୁ ମୋଦୀଙ୍କ ଆହ୍ୱାନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ଦେଶବାସୀଙ୍କୁ ତୃଣମୂଳ ସ୍ତରରେ ଅତୁଳନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ପାଇଁ ପଦ୍ମ ପୁରସ୍କାର ନାମାଙ୍କନ ପଠାଇବାକୁ କହିଛନ୍ତି।
“ଭାରତରେ ଅନେକ ଦକ୍ଷ ବ୍ୟକ୍ତି ଅଛନ୍ତି, ଯେଉଁମାନେ ତୃଣମୂଳ ସ୍ତରରେ ନିଃସ୍ବାର୍ଥପର ଭାବେ…