Latest Odisha News
Browsing Tag

Pm Narendra Modi

ମୁଖ୍ୟମନ୍ତ୍ରୀମାନଙ୍କ ସହ ମୋଦୀଙ୍କ ଆଲୋଚନା, ଦେଲେ ୭୨ ଘଂଟିଆ ଫର୍ମୁଲା

ନୂଆଦିଲ୍ଲୀ: ଦେଶରେ ବ୍ୟାପୀ ଚାଲିଛି କରୋନା । ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଦେଶର ୧୦ଟି ରାଜ୍ୟ । ମହାରାଷ୍ଟ୍ର, ତାମିଲନାଡୁ, ବିହାର, ଗୁଜରାଟ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ତେଲଙ୍ଗାନା, ଅନ୍ଧ୍ରପ୍ରଦେଶ, ପଂଜାବ ଓ କର୍ଣ୍ଣାଟକ । ଏହି ୧୦ଟି ରାଜ୍ୟ କରୋନାକୁ ମାତ୍ ଦେଇପାରିଲେ ଭାରତ…

ରାଷ୍ଟ୍ରୀୟ ସ୍ୱଚ୍ଛତା କେନ୍ଦ୍ରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରୀୟ ସ୍ୱଚ୍ଛତା କେନ୍ଦ୍ରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜଘାଟ ନିକଟରେ ଆରଏସକେ ସଭାଗାରରେ ଏହାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଅପରାହ୍ଣ ୪ଟାରେ କାର୍ଯ୍ୟକ୍ରମ ରହିଛି । ଏହି କେନ୍ଦ୍ରକୁ ମହାତ୍ମାଗାନ୍ଧିଙ୍କ ଉଦ୍ଦେଶ୍ୟରେ ସମର୍ପିତ କରାଯିବ…

କେରଳ ଭୂସ୍ଖଳନରେ ୧୫ ମୃତ, ୫୦ରୁ ଅଧିକ ନିଖୋଜ

କୋଚି: ପ୍ରବଳ ବର୍ଷା ଯୋଗୁ କେରଳ ଇଦୁକି ଜିଲ୍ଲାରେ ଭୂସ୍ଖଳନ ହୋଇଛି । ରାଜମଲାଈ ଅଞ୍ଚଳରେ ହୋଇଥିବା ଭୂସ୍ଖଳନରେ ୧୫କୁ ବୃଦ୍ଧି ପାଇଛି ମୃତ୍ୟୁ ସଂଖ୍ୟା । କିଛି ଆହତ ହୋଇଛନ୍ତି । ୫୦ରୁ ଅଧିକ ନିଖୋଜ ଅଛନ୍ତି । ଘଟଣାସ୍ଥଳରେ ଜାରି ରହିଛି ଉଦ୍ଧାର କାମ । ନିୟୋଜିତ ଅଛନ୍ତି ଏନଡିଆରଏଫ୍ ଟିମ୍ ।…

ଅହମ୍ମଦାବାଦ ଟ୍ରାଜେଡି: ସହାୟତା ଘୋଷଣା କଲେ ପିଏମ୍, ତଦନ୍ତ ନିର୍ଦ୍ଦେଶ ଦେଲେ ସିଏମ୍

ଅହମ୍ମଦାବାଦ: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡରେ ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଦିଆଯିବ ।…

ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ, ସ୍ୱାଗତ କଲେ ଯୋଗୀ ଆଦିତ୍ୟନାଥ

ଅଯୋଧ୍ୟା: ବହୁ ପ୍ରତୀକ୍ଷିତ ଭବ୍ୟ ରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ ପାଇଁ ଅଯୋଧ୍ୟାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୂମି ପୂଜନ ଉତ୍ସବରେ ସେ ଯୋଗ ଦେବେ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସେ ପହଞ୍ଚିଥିଲେ । ତାଙ୍କୁ ସ୍ୱାଗତ କରିଥଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅପିଲ କଲେ ସୁଶାନ୍ତ ସିଂହ ରାଜପୁତଙ୍କ ଉଭଣୀ

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି ଜୋର ଧରିଛି । ବଲିଉଡରେ ହଟଚମଟ । ବିହାର ପୋଲିସର ତଦନ୍ତ ପରେ ରାଜନୀତି ବି ଆରମ୍ଭ ହେଲାଣି । ମୁହାଁମୁହିଁ ହୋଇଛନ୍ତି ମୁମ୍ବାଇ ଓ ପାଟଣା ପୋଲିସ । ଏଭଳି ସ୍ଥିତିରେ ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀ…

ତିନିଟି କୋଭିଡ୍ ଟେଷ୍ଟିଂ ସେଣ୍ଟର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶର ତିନିଟି ସହର ନୋଏଡା, ମୁମ୍ବାଇ ଓ କୋଲକାତାରେ କୋଭିଡ୍ ଟେଷ୍ଟିଂ ସେଣ୍ଟରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମେଡିକାଲ୍ ସାଇନ୍ସ ଭାଷାରେ ଏହି ଟେଷ୍ଟିଂ କେନ୍ଦ୍ରକୁ ହାଇ-ଥ୍ରୋପୁଟ କୋଭିଡ-୧୯ ପରୀକ୍ଷା କୁହାଯାଉଛି । ଅପରାହ୍‌ଣ ୪ଟା ୩୦ରେ ଏହାର…

କରୋନା ବିପତ୍ତି ଯାଇନି, ସତର୍କ ରହିବାକୁ ପଡିବ: ମୋଦି

ନୂଆ ଦିଲ୍ଲୀ: କରୋନା ବିପତ୍ତି ଦେଶରୁ ଅପସରିଯାଇନି । ଅନେକ ଜାଗାରେ ଏହା ଦ୍ରୁତ ଗତିରେ ମାଡି ଚାଲିଛି । ତେଣୁ ଆମକୁ ଅଧିକ ସତର୍କ ରହିବାର ଆବଶ୍ୟକତା ରହିଛି । ମନ କି ବାତ୍ ରେଡିଓ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ କରୋନା ମହାମାରୀ ନେଇ କିଛି ଏଭଳି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।…

୨୭ ତାରିଖରେ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ଆସନ୍ତା ୨୭ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ । ମୁକାବିଲା କ୍ଷେତ୍ରରେ ସେମାନଙ୍କର ମତାମତ ଲୋଡିବେ ପ୍ରଧାନମନ୍ତ୍ରୀ ।…

ଅଗଷ୍ଟ ୫ରେ ରାମ ମନ୍ଦିର ପାଇଁ ଭୂମି ପୂଜନ, ଅଯୋଧ୍ୟା ଯିବେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା: ରାମ ମନ୍ଦିର ନିର୍ମାଣ ପାଇଁ ସ୍ଥିର ହେଲା ଭୂମି ପୂଜନ ତାରିଖ । ଅଗଷ୍ଟ ୫ ତାରିଖ ଅଯୋଧ୍ୟାରେ ଭୂମି ପୂଜନ ହେବ । ଆସିବେ ପ୍ରଧାନମମନ୍ତ୍ରୀ ନରେନ୍ଦ୍ର ମୋଦି । ଭୂମି ପୂଜନ କାର୍ଯ୍ୟକ୍ରମରେ ସାମିଲ ହେବେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତି ଓ…