Latest Odisha News

BREAKING NEWS

Browsing Tag

Pm Narendra Modi

ଅଗଷ୍ଟ ୫ରେ ରାମ ମନ୍ଦିର ପାଇଁ ଭୂମି ପୂଜନ, ଅଯୋଧ୍ୟା ଯିବେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା: ରାମ ମନ୍ଦିର ନିର୍ମାଣ ପାଇଁ ସ୍ଥିର ହେଲା ଭୂମି ପୂଜନ ତାରିଖ । ଅଗଷ୍ଟ ୫ ତାରିଖ ଅଯୋଧ୍ୟାରେ ଭୂମି ପୂଜନ ହେବ । ଆସିବେ ପ୍ରଧାନମମନ୍ତ୍ରୀ ନରେନ୍ଦ୍ର ମୋଦି । ଭୂମି ପୂଜନ କାର୍ଯ୍ୟକ୍ରମରେ ସାମିଲ ହେବେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତି ଓ…

ଓ୍ୱାର୍ଲଡ ୟୁଥ ସ୍କିଲ ଡେ: ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଓ୍ୱାର୍ଲଡ ୟୁଥ୍ ସ୍କିଲ୍ ଡେ ଅବସରରେ ଦେଶବାସୀଙ୍କୁ ଆଜି ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି କେନ୍ଦ୍ର ସରକାରଙ୍କ ସ୍କିଲ୍ ଇଣ୍ଡିଆ ମିଶନକୁ ପାଞ୍ଚ ବର୍ଷ ବି ପୂରୁଛି । ଏହି ଅବସରରେ କେନ୍ଦ୍ର ଦକ୍ଷତା ବିକାଶ ମନ୍ତ୍ରାଳୟ ପକ୍ଷରୁ ଡିଜିଟାଲ କନକ୍ଲେଭର…

ଚୀନ ଉପରେ ନାଁ ନନେଇ ବର୍ଷିଲେ ମୋଦି

ଲେହରେ ଯବାନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସେମାନଙ୍କ ମନୋବଳ ବଢାଇଛନ୍ତି । ତାସହ ନାଁ ନେଇ ପରୋକ୍ଷରେ ଚୀନ ଉପରେ ନିର୍ଧୁମ ବର୍ଷିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ବିସ୍ତାରବାଦ ଯୁଗର ଅନ୍ତ ହୋଇ ସାରିଛି । ଏବେ ବିକାଶବାଦର ଜମାନା । ବର୍ତ୍ତମାନ ବଦଳୁଥିବା ପରିସ୍ଥିତିରେ ବିକାଶବାଦ…

ଗଲୱାନ ଘାଟି ଆମର: ପ୍ରଧାନମନ୍ତ୍ରୀ

ଲେହରୁ ଚୀନକୁ ତେତେଇ ଦେଲେ ପ୍ରଧାନମନ୍ତ୍ରୀ । ଗଲୱାନ ଘାଟି ଭାରତର । ପୂରା ଲଦାଖ ଆମର ମାନ ଓ ସମ୍ମାନର ପ୍ରତୀକ । ଆଜି ଲେହ ଗସ୍ତରେ ଯାଇ ଯବାନଙ୍କୁ ସମ୍ବୋଧିତ କରି ଏକଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତୀୟ ଯବାନଙ୍କ ଇଚ୍ଚାଶକ୍ତି ପାହାଡ ଭଳି…

ପ୍ରଧାନମନ୍ତ୍ରୀଙ୍କ ଘୋଷଣା ଓଡିଶାର ଗରିବଙ୍କ ପାଇଁ ସଂଜୀବନି: ରାଜ୍ୟ ବିଜେପି

ଭୁବନେଶ୍ୱର: କୋଭିଡ ମହାମାରୀ ଭିତରେ ଆସନ୍ତା ୫ ମାସ ପାଇଁ ଅର୍ଥାତ୍ ନଭେମ୍ବର ଯାଏ ଗରିବଙ୍କୁ ମାଗଣାରେ ରାସନ ମିଳିବା ପ୍ରଧାନମନ୍ତ୍ରୀଙ୍କ ମାଗଣା ଖାଦ୍ୟଶସ୍ୟ ଯୋଗାଣ ଘୋଷଣା ଓଡିଶାର ଗରିବଙ୍କ ପାଇଁ ସଂଜୀବନି ସଦୃଶ ବୋଲି ଆଜି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ବିଜେପି କହିଛି । ରାଜ୍ୟ…

ଚାଇନା ଆପ୍ Weibo ଛାଡିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଥମିବାରେ ନାଁ ନେଉନାହିଁ ଭାରତ-ଚୀନ ସୀମା ବିବାଦ । ଭାରତ ସରକାର ସୋମବାର ୫୯ଟି ଚାଇନିଜ ଆପ ବ୍ୟାନ କରିଛନ୍ତି ।  ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନିଜ ଆପ Weibo ରୁ ନିଜ ଆକାଉଣ୍ଟ ହଟେଇ ଦେଇଛନ୍ତି । ମୋଦି ୨୦୧୫ ମସିହାରେ ଏହି ଆପ ଜଏନ କରିଥିଲେ । ଏହି ଆପ ଦ୍ୱାରା…

ଅନ୍‌ଲକ୍‌-୨ରେ ଅଧିକ ସତର୍କତା ଜରୁରୀ: ମୋଦୀ

ନୂଆଦିଲ୍ଲୀ: କରୋନା କଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଷଷ୍ଠଥର ପାଇଁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି, କରୋନା ବିଶ୍ଵ ମହାମାରୀ ସହ ଲଢି ଲଢି ଆମେ ଅନଲକ୍‌-୨ରେ ପ୍ରବେଶ କରିଛେ। ଅନଲକ୍‌-୧ ପରଠାରୁ ଆମ ଲୋକମାନେ ଅସତର୍କ ହେବା ଦେଖାଯାଇଛି। ଯେବେ ସତର୍କ ହେବା…

ନଭେମ୍ବର ଯାଏଁ ଗରିବଙ୍କୁ ମିଳିବ ମାଗଣା ରାସନ

ନୂଆଦିଲ୍ଲୀ: ଆସନ୍ତା ୫ ମାସ ଯାଏଁ ବଢ଼ିଲା ଗରିବଙ୍କୁ ରାସନ ଦେବା ଯୋଜନା । ଅର୍ଥାତ ଆସନ୍ତା ନଭେମ୍ବର ଯାଏଁ ଗରିବଙ୍କୁ ମିଳିବ ମାଗଣା ରାସନ । ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ସମ୍ବୋଧିତ କରି କହିଛନ୍ତି । ସେ ଘୋଷଣା କରିଛନ୍ତିଯେ, ଗରିବ କଲ୍ୟାଣ ଯୋଜନାରେ ଆସନ୍ତା ୫ ମାସ…

ମୋଦି ବନାମ ମନମୋହନ ଗ୍ରାଫ୍: ପ୍ରଧାନମନ୍ତ୍ରୀଙ୍କୁ ରାହୁଲଙ୍କ ଟ୍ୱିଟ୍ ତୀର

ନୂଆଦିଲ୍ଲୀ: ଭାରତ-ଚୀନ ଭିତରେ ସୀମା ବିବାଦକୁ ନେଇ କେନ୍ଦ୍ର ସରକାରଙ୍କୁ କେତେବେଳେ ବାକ୍ୟ ବାଣ ତ କେବେ ଟ୍ୱିଟ୍ କରି ହମଲା କରୁଛନ୍ତି ରାହୁଲ ଗାନ୍ଧି । ୫୯ ଚାଇନିଜ୍ ଆପକୁ ବ୍ୟାନ କରିବାର ଦିନେ ପରେ ଓ ଆଜି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବା ଆଗରୁ ଟ୍ୱିଟ୍ କରି କେନ୍ଦ୍ର…

ଦେଶବାସୀଙ୍କୁ କ’ଣ କହିବେ ପ୍ରଧାନମନ୍ତ୍ରୀ ?

ନୂଆଦିଲ୍ଲୀ: ସନ୍ଧ୍ୟା ୪ଟାରେ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କ'ଣ କହିବେ ତାଉପରେ ସମସ୍ତଙ୍କର ନଜର ରହିଛି । ଭାରତ-ଚୀନ ସୀମା ବିବାଦ ଚରମ ସୀମାରେ ପହଞ୍ଚିଥିବା ବେଳେ ଏଭଳି ସ୍ଥିତିରେ ମୋଦିଙ୍କ ଉଦବୋଧନ ବେଶ ଗୁରୁତ୍ୱ ରଖୁଛି । ଲଦାଖର ଗଲଓ୍ୱାନ ଘାଟି…