Latest Odisha News

BREAKING NEWS

Browsing Tag

Pm Narendra Modi

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୦ର ଥିମ୍ ‘ଘରେ ପରିବାର ସହ ଯୋଗ କରନ୍ତୁ’

ଭୁବନେଶ୍ୱର : ଚଳିତ ବର୍ଷ କରୋନା ସଂକ୍ରମଣର ଭୟ ଥିବାରୁ ଅନ୍ତର୍ଜାତୀୟ ଯୋଗ ଦିବସରେ ସମସ୍ତେ ଏକାଠି ହୋଇ ଯୋଗ କରିବେ ନାହିଁ । ତେଣୁ ପରିବାର ସହ ଘରେ ରହି ଯୋଗ କରିବା ଉପରେ ଫୋକସ ରଖାଯାଇଛି । ଯୋଗ ଦିବସ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ‘ମନ୍ କୀ ବାତ୍‌’ରେ ‘ମୋ ଜୀବନ ମୋ ଯୋଗ’…

ଘରୋଇ କମ୍ପାନୀ ପାଇଁ ୪୧ କୋଇଲା ଖଣିର ନିଲାମି ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆତ୍ମନିର୍ଭର ଭାରତ ଅଭିଯାନ ଜରିଆରେ ଘରୋଇ କଂପାନୀ ପାଇଁ ୪୧ଟି କୋଇଲା ଖଣିର ନିଲାମି ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି କେବଳ ଘରୋଇ କଂପାନୀ ପାଇଁ କୋଇଲା ଖଣିର ନିଲାମି ପ୍ରକ୍ରିୟା ଆରମ୍ଭ କରାଯାଇ ନାହିଁ  ବରଂ…

ଶୁକ୍ରବାର ଚୀନ ମାମଲାରେ ସର୍ବଦଳୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି । ପୂର୍ବ ଲଦାଖରେ ଭାରତ-ଚୀନ ସେନା ମୁହାଁମୁହିଁ ହେବାରୁ ଗତକାଲି ୨୦ ଜଣ ଯବାନ ସହିଦ ହୋଇଥିବା ଘଟଣା ନେଇ ଆଲୋଚନା ହେବ । ଶୁକ୍ରବାର ଅପରାହ୍ନ ୫ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁ ଦଳର…

କରୋନା ମୁକାବିଲା: ୧୬ ଓ ୧୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଂଚଳର ମୁଖ୍ୟଙ୍କ ସହ ଆଲୋଚନା କରିବେ । କୋଭିଡ ମୁକାବିଲା, ଅନଲକ୍ ପରିସ୍ଥିତି ନେଇ ଆଲୋଚନା ହେବ ବୋଲି ଜଣାପଡିଛି । ଭିଡିଓ କନଫରେନ୍ସିଂ ଜରିଆରେ ଏହି…

ଦେଶବାସୀଙ୍କୁ ମୋଦୀ ଦେଲେ ନୂଆ ଟାସ୍କ, ଯୋଗ କରନ୍ତୁ, ଭିଡିଓ ପଠାନ୍ତୁ

ନୂଆଦିଲ୍ଲୀ: ଆଜି ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ପାଇଁ ନୂଆ ଟାସ୍କ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ‘ମୋ ଜୀବନ, ମୋ ଯୋଗ’ ପ୍ରତିଯୋଗିତାର ଘୋଷଣା କରିଛନ୍ତି । ସେ କରୋନା ସମୟରେ ଦେଶବାସୀଙ୍କୁ ଯୋଗର ମହାତ୍ମ୍ୟ ବିଷୟରେ…

ସଂକ୍ରମଣ ବଢ଼ୁଛି, କଟକଣା ହଟାଉଛନ୍ତି ସରକାର, ଏବେ ପ୍ଲାନ-ବି କ’ଣ?

ନୂଆଦିଲ୍ଲୀ: ଲକଡାଉନ୍‌କୁ ନେଇ ଆରମ୍ଭ ହୋଇଛି ରାଜନୀତି । ଦେଶରେ ଫେଲ ମାରିଛି ତାଲାବନ୍ଦ । ସାରା ଦେଶରେ ସଂକ୍ରମଣ ବଢ଼ୁଛି ଆଉ ଏପଟେ ସରକାର କଟକଣା ହଟାଉଛନ୍ତି । ଆଜି ସାମ୍ବାଦିକ ସମ୍ମିଳନୀ କରି ମୋଦୀ ସରକାରଙ୍କୁ ଏଭଳି ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ସେ କହିଛନ୍ତି,…

ଅମ୍ଫାନ ସ୍ଥିତିି ସମୀକ୍ଷା : ଓଡିଶାକୁ ପ୍ରଶଂସା ସହିତ ୫୦୦ କୋଟି ଟଙ୍କାର ଆଗୁଆ ପ୍ୟାକେଜ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡିଶାର ଅମ୍ଫାନ ପ୍ରଭାବିତ ଅଂଚଳ ଆକାଶମାର୍ଗରୁ ନୀରିକ୍ଷଣ କରିବା ପରେ ସ୍ଥିତିର ସମୀକ୍ଷା କରି ରାଜ୍ୟ ପାଇଁ ୫୦୦ କୋଟି ଟଙ୍କାର ଆଗୁଆ ପ୍ୟାକେଜ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଭାବିତ ଅଂଚଳର ସ୍ଥିତିରେ ସୁଧାର ଆଣିବା ପାଇଁ ଏହି ପ୍ୟାକେଜ ଘୋଷଣା ହୋଇଛି…

କରୋନାକୁ ସାଙ୍ଗରେ ନେଇ ଚାଲିବାକୁ ପଡିବ : ମୋଦି

ନୂଆଦିଲ୍ଲୀ : ଦେଶବାସୀଙ୍କୁ ସମ୍ବୋଧନ କରିବା ଅବସରରେ କରୋନା ସଂକ୍ରମଣର ଭୟାବହତା ଏବଂ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶେଷଜ୍ଞ ଓ ବୈଜ୍ଞାନିକମାନେ ଏହି ମାରାତ୍ମକ କରୋନା ଭୂତାଣୁ ଦୀର୍ଘ ସମୟ ପାଇଁ ଆମ ସାଙ୍ଗରେ ରହିବ…

ମୋଦିଙ୍କ ମନ୍ତ୍ର ‘ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ’, ଲୋକାଲ ବ୍ରାଣ୍ଡ୍‌କୁ ଗ୍ଲୋବାଲ କରିବା ପାଇଁ ଦେଲେ ଆହ୍ୱାନ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଓ ଲକ୍ ଡାଉନ ନେଇ ଦେଶବାସୀଙ୍କୁ ସମ୍ବୋଧନ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆଜି ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି । କରୋନା ବିପର୍ଯ୍ୟୟ ସମୟ ଆମକୁ ଏହି ଶିକ୍ଷା ଦେଇଛି ବୋଲି ସେ କହିଛନ୍ତି । ସ୍ଥାନୀୟ ଦୋକାନଠୁ ଆରମ୍ଭ କରି ସ୍ଥାନୀୟ…

ଲକ୍‌ଡାଉନ -୪ ନେଇ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଚତୁର୍ଥ ପର୍ଯ୍ୟାୟ ଲକ୍ ଡାଉନ ନୂଆ ରୂପରେ ଏବଂ ନୂଆ ଧାରାରେ ଆସିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହି ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଲକ୍‌ଡାଉନ -୪ ସମ୍ପର୍କରେ ସବିଶେଷ ତଥ୍ୟ ଓ…