ଲକ୍ଡାଉନ -୪ ନେଇ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ଚତୁର୍ଥ ପର୍ଯ୍ୟାୟ ଲକ୍ ଡାଉନ ନୂଆ ରୂପରେ ଏବଂ ନୂଆ ଧାରାରେ ଆସିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହି ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।
ଲକ୍ଡାଉନ -୪ ସମ୍ପର୍କରେ ସବିଶେଷ ତଥ୍ୟ ଓ…