ଆଜି ଦିନ ୧୧ଟାରେ ‘ମନ କି ବାତ୍’, କରୋନା ମୁକାବିଲା ନେଇ କହିବେ ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୧ଟାରେ ‘ମନ କି ବାତ୍’ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଏଥିରେ କରୋନା ମହାମାରୀ ନେଇ ଦେଶରେ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବେ । ଏ ନେଇ ମୋଦି ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ।
ଗତ ସପ୍ତାହକ…