Latest Odisha News

BREAKING NEWS

Browsing Tag

Pm Narendra Modi

୨୧ଦିନ ସଜାଗ ନ ରହିଲେ ଦେଶ ୨୧ବର୍ଷ ପଛକୁ ଫେରିଯିବ: ମୋଦି

ନୂଆଦିଲ୍ଲୀ- କରୋନା ସଂକ୍ରମଣ ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଦୃଷ୍ଟିରୁ ସାରା ଦେଶରେ ୨୧ ଦିନ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସନ୍ଧ୍ୟା ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହି ୨୧ ଦିନ ସଜାଗ ରହି ସରକାରଙ୍କୁ କରୋନା…

ଦୁଇ ଦିନିଆ ଭାରତ ଗସ୍ତରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

ୱାସିଂଟନ୍‌: ଆସନ୍ତା ଫେବୃଆରୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏନେଇ ରାଷ୍ଟ୍ରପତି ଭବନ ଦ ହ୍ୱାଇଟ୍ ହାଉସ୍ ପକ୍ଷରୁ ଟ୍ୱିଟ୍ କରାଯାଇଛି । https://twitter.com/WhiteHouse/status/1226975511315976199?s=08 ଏହି…

‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’ଙ୍କ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ଓ ମୋଦି

ଭୁବନେଶ୍ୱର: ‘ଲୌହ ମାନବ’ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏନେଇ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ମର୍ଣ୍ଣିଂୱାକରେ ଚାଲିବା ବେଳେ ବେଳାଭୂମି ସଫାକଲେ ମୋଦୀ !

ଚେନ୍ନାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ତାମିଲନାଡୁର ମମଲ୍ଲାପୁରମରେ ତାଜ ଫିସରମ୍ୟାନ କାଭ୍ ରିସର୍ଟ ଆଣ୍ଡ ସ୍ପା ବାହାରେ ଥିବା ସମୁଦ୍ର  ବେଳାଭୂମିରୁ ଅଳିଆ ଉଠାଇଛନ୍ତି। ମାମଲାପୁରମର ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବା ସମୟରେ ପ୍ରଧାନମନ୍ତ୍ରୀ ଆଜି ୩୦ ମିନିଟରୁ…

‘ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନା’ର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ: କୃଷକଙ୍କ ଜୀବନକୁ ସୁରକ୍ଷିତ କରିବା ଲାଗି ଏକ ବୃହତ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଞ୍ଚି ଠାରେ ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ୬୦ ବର୍ଷ ବୟସ ଅତିକ୍ରମ କରିଥିବା ଦେଶର ପ୍ରାୟ ୫ କୋଟି…

‘ଗୁରୁ ଦିବସ’ ଅବସରରେ ଶୁଭେଚ୍ଛା ଜଣାଇଲେ ମୋଦୀ ଓ ନବୀନ

ଭୁବନେଶ୍ୱର : ପ୍ରତି ବର୍ଷ ସେପ୍ଟେମ୍ବର ୫ ତାରିଖକୁ ଆମ ଦେଶରେ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇଥାଏ । ଏହିଦିନରେ ଜନ୍ମ ଗ୍ରହଣ କରିଥିଲେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକି୍ରଷ୍ଣନ । https://twitter.com/Naveen_Odisha/status/1169458933452328961?s=08…

ମୋଦିଙ୍କ ସପକ୍ଷରେ ରାହୁଲ, କହିଲେ କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ନପୂରାଉ ପାକିସ୍ତାନ !

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପ୍ରସଙ୍ଗରେ ବାରମ୍ବାର ପାକିସ୍ତାନ ବୟାନବାଜି କରୁଥିବା ବେଳେ ଏନେଇ ମୁହଁ ଖୋଲିଛନ୍ତି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ରାହୁଲ କାଶ୍ମୀର ପ୍ରସଙ୍ଗକୁ ନେଇ ମୋଦି ସରକାରଙ୍କୁ ସମର୍ଥନ ଜଣାଇଥିବା ବେଳେ ଏହା ଭାରତର…

ସ୍ୱର୍ଗତଃ ବାଜପେୟୀଙ୍କ ଆଜି ଶ୍ରାଦ୍ଧ ବାର୍ଷିକୀ: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି ଓ କୋବିନ୍ଦ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ଦେଶର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ଦେଶବାସୀ। ୨୦୧୮ ମସିହା ଆଜିର ଦିନରେ ଦେଶର ମହାନାୟକ ଭାବେ ପରିଚିତ ଅଟଳ ବିହାରୀ ବାଜପେୟୀଙ୍କ…

ମୋଦିଙ୍କ ନୂଆ ମନ୍ତ୍ରୀମାନଙ୍କୁ ଲୋକସଭାରେ ସାଂସଦଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଲୋକସଭାରେ ତାଙ୍କ ନୂତନ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ପରିଚୟ କରାଇଥିବା ନେଇ ପିଟିଆଇ ଗଣମାଧ୍ୟମର ଏକ ରିପୋର୍ଟରୁ ଜଣାପଡିଛି । ବିଧିମୁତାବକ ଭାବେ ପ୍ରଧାନମନ୍ତ୍ରୀ ତାଙ୍କ ମନ୍ତ୍ରୀମଣ୍ଡଳର ସମସ୍ତ ନୂତନ ସଦସ୍ୟମାନଙ୍କୁ…

ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ, ବାତ୍ୟା ଲାଗି ସଜାଗ ରହିବାକୁ ପ୍ରଶାସନକୁ କଡ୍ଡା ନିର୍ଦ୍ଦେଶ

ଭୁବନେଶ୍ୱର : ସାମୁଦ୍ରିକ ଝଡ ଫନିର ମୁକାବିଲା ଲାଗି ଆୟୋଜିତ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ବୈଠକରେ କ୍ୟାବିନେଟ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଅତିରିକ୍ତ ପ୍ରମୁଖ ସଚିବ, ଗୃହ ସଚିବ ଏବଂ…