Latest Odisha News

BREAKING NEWS

Browsing Tag

Pm Narendra Modi

ମୋଦିଙ୍କ ମନ୍ କି ବାତ୍: ‘ଗଣତନ୍ତ୍ର ଦିବସରେ ତ୍ରିରଙ୍ଗାକୁ ଅପମାନ ଦେଖି ସାରା ଦେଶ ଦୁଃଖିତ’

ନୂଆଦିଲ୍ଲୀ: ୨୦୨୧ର ପ୍ରଥମ ମନ୍ କି ବାତ କହିଛନ୍ତି ପ୍ରଧାନମନ୍ତ୍ରୀ । ରେଡିଓରେ ମନର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୨୬ ଗଣତନ୍ତ୍ର ଦିବସ ଘଟଣା ଉପରେ କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଗଣତନ୍ତ୍ର ଦିବସରେ ତ୍ରିରଙ୍ଗାର ଅପମାନକୁ ନେଇ ସାରା ଦେଶ ଦୁଃଖିତ ।…

୨୦୨୧ରେ ପ୍ରଥମ ମନ୍ କି ବାତ୍: କୃଷକ ଆନ୍ଦୋଳନ ଭିତରେ ମୋଦି କହିବେ ମନର କଥା

ନୂଆଦିଲ୍ଲୀ: ଆଜି ମନର କଥା କହିବେ ମୋଦି । ମନ୍ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ହେଉଛି ୨୦୨୧ର ପ୍ରଥମ ମନ୍ କି ବାତ୍ । ଗୋଟିଏ ପଟେ କୃଷକଙ୍କ ଆନ୍ଦୋଳନ ଅନ୍ୟପଟେ ବଜେଟ୍ ଅଧିବେଶନ । ଏଭଳି ସମୟରେ ମନ୍ ବି ବାତରେ ପ୍ରଧାନମନ୍ତ୍ରୀ…

ମନେ ପଡ଼ନ୍ତି ନେତାଜୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ ଦେଶ ବ୍ୟାପୀ ପାଳନ ହେଉଛି ପରାକ୍ରମ ଦିବସ । ଭାରତର ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଅବଦାନକୁ ପୁରା ଦେଶ ମନେ ପକାଉଛି । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି…

ବାଇଡେନ୍ ଓ କମଳା ହାରିସଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ଜୋ ବାଇଡେନ୍ । ଉପରାଷ୍ଟ୍ରପତି ଭାବରେ କମଳା ହାରିସ ଶପଥ ନେଇଛନ୍ତି । ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ମୋଦି ଲେଖିଛନ୍ତି, ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ…

ଜଲପାଇଗୁଡ଼ି ଦୁର୍ଘଟଣା ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଜଲପାଇଗୁଡ଼ି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତାହତଙ୍କ ଉଦ୍ଦେଶ୍ୟରେ ସହାୟତା ରାଶି ଘୋଷଣା…

ବ୍ରିସବେନ ବିଜୟ ନେଇ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବ୍ରିସବେନ ବିଜୟ ସହ ଟିମ୍ ଇଣ୍ଡିଆ ଇତିହାସ ରଚିଛି । ସାରା ଦେଶ ଏଥି ପାଇଁ ଉତ୍ସବ ମନାଉଛି । ଆଉ ଟିମ୍ ଇଣ୍ଡିଆକୁ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଲେଖିଛନ୍ତି ଯେ, 'ଅଷ୍ଟ୍ରେଲିଆରେ ଭାରତର ବିଜୟକୁ ନେଇ ସମସ୍ତେ ଖୁସିର ବିଭୋର ।…

ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ

ଭୁବନେଶ୍ୱର: ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟରେ ଶ୍ରୀ ରାଓଙ୍କୁ ଶ୍ରଦ୍ଧାଂଜଳି ଜଣାଇବା ସହ ତାଙ୍କ ସହ ବିତେଇଥିବା ସମୟକୁ ମନେପକାଇ ଫଟୋ ସେୟାର କରିଛନ୍ତି । Saddened by the demise of Shri D Prakash…

ମାଗଣାରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମିଳିବ ଟିକା, ଖର୍ଚ୍ଚ ବହନ କରିବେ କେନ୍ଦ୍ର ସରକାର : ମୋଦି

ନୂଆଦିଲ୍ଲୀ : ପ୍ରଥମ ପର‌୍ୟାୟରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମାଗଣାରେ କରୋନା ଟିକା ବାଣ୍ଟିବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନସିଂରେ ଟିକାକରଣ ନେଇ ଆଲୋଚନା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ।…

ଗାଙ୍ଗୁଲିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫୋନ୍ କରି ଗାଙ୍ଗୁଲିଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । ଗାଙ୍ଗୁଲି ଏବେ ସୁସ୍ଥ ଅନୁଭବ କରୁଥିବା…

IIM ସମ୍ୱଲପୁର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ସମ୍ୱଲପୁର: ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ସେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଶ୍ରୀଜଗନ୍ନାଥ ଓ ମାଆ ସମଲେଇଙ୍କୁ ପ୍ରଣାମ କରି ସମ୍ବୋଧନ ଆରମ୍ଭ କରିଛନ୍ତି…