Latest Odisha News
Browsing Tag

PMAY

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ଓଡ଼ିଶା ବିଜେପି ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ତୁଟୁନି ଘର କଳି । ପ୍ରଧାନମନ୍ତ୍ରୀ ଆୱାସ ଯୋଜନାରେ କେଳେଙ୍କାରୀ ନେଇ ବିରୋଧୀ ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରୁଥିବା ନେଇ ବିଜେଡି କାଉଣ୍ଟର କରିଛି । ଆଜି ପ୍ରେସମିଟ୍ କରି ବିଜେଡି କହିଛି, ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ…

‘ବର୍ଷାଦିନ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ନମିଳିଲେ ରାଜ୍ୟ ରାଜରାସ୍ତାରେ ନିଆଁ ଜଳିବ’:…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓଡ଼ିଶାରେ ସମ୍ପୂର୍ଣ୍ଣ ଅଚଳ ଅବସ୍ଥାରେ ଅଛି । କଂଗ୍ରେସ ଶାସନ ଅମଳରେ ଓଡ଼ିଶାକୁ ଯେତେ ପକ୍କା ଘର ଆସିଛି, ମୋଦି ସରକାର ଅମଳରେ ୨୦୧୪ ରୁ ୨୦୨୨ ମସିହା ଭିତରେ ବିଗତ ୮ବର୍ଷରେ ତାଠାରୁ ତିନିଗୁଣା ପକ୍କା ଘର ଓଡ଼ିଶାକୁ ମିଳିଛି । ଯଦି ରାଜ୍ୟ ସରକାର ଠିକ୍…

ବଜେଟରେ ଅର୍ଥମନ୍ତ୍ରୀଙ୍କ ପ୍ରତିଶ୍ରୁତି: ସବୁ ଗରିବଙ୍କୁ ମିଳିବ ଘର

 ଭୁବନେଶ୍ୱର: କେନ୍ଦ୍ର ବଜେଟକୁ ଆଜି ସଂସଦରେ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ । ମୋଦି ସରକାରଙ୍କ ୨ୟ ପାଳିର ଶେଷ ବଜେଟରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଏହି ବଜେଟ ଆଗାମୀ ବର୍ଷର ବ୍ଲୁ ପ୍ରିଣ୍ଟ ହେବ ବୋଲି କହିଛନ୍ତି ନିର୍ମଳା । ଅର୍ଥମନ୍ତ୍ରୀ…

ହିତାଧିକାରୀଙ୍କ ନାଁରେ ଆସୁଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଟଙ୍କା ଖାଉଛି କିଏ ?

ବୌଦ୍ଧ : ଭୂତ ଖାଉଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଟଙ୍କା । ଆଜ୍ଞା ହଁ ଏଠାରେ ସତସତିକା ଭୂତ ଖାଉନି କିନ୍ତୁ ହିତାଧିକାରୀଙ୍କ ନାଁରେ ଆସିଥିବା ଆବାସ ଯୋଜନାର ଟଙ୍କା ଅନ୍ୟ କିଏ ଖାଉଥିବାର ନଜିର ରହିଛି । ଏହି ଦୃଶ୍ୟଟି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଗାଁ ରେ ଦେଖିବାକୁ…

ଡଙ୍ଗରିଆକନ୍ଧଙ୍କ ପାଇଁ ଆବାସ ଯୋଜନା ପାଲଟିଛି ସାତ ସପନ

ରାୟଗଡ଼ା : ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଡଙ୍ଗରିଆକନ୍ଧ । ସରକାର ମାଳମାଳ ଯୋଜନା କରିଥିଲେ ମଧ୍ୟ ସେଥିରୁ ବଞ୍ଚିତ ହେଉଛନ୍ତି ଆଦିମ ଅଧିବାସୀ । ଆବାସ ଯୋଜନା ପାଲଟିଛି ତାଙ୍କ ପାଇଁ ସାତ ସପନ । ଆାମେ କହୁଛୁ ନିୟମଗିରିରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆକନ୍ଧଙ୍କ କଥା । ନା ରହିବାକୁ…

ଘର କରାଇ ଦେବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଆରଏସ୍

ଝାରସୁଗୁଡ଼ା: ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜିଆରଏସ୍ । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ କନକତୋରା ପଞ୍ଚାୟତର ଜିଆରଏସ ମନୋଜ କୁମାର ସାହୁଙ୍କୁ ଧରିଛି ଭିଜିଲାନ୍ସ । ୧୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମନୋଜ ଧରା ପଡିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ…

ପିଏମ ଗ୍ରାମୀଣ ଆବାସ ଯୋଜନା ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ୨୦୨୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ବଜେଟ୍ ଏବଂ ସମୟସୀମା ବୃଦ୍ଧି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆବାସ ପ୍ଲସ ୱିଣ୍ଡୋ ଖୋଲାଯାଇ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍ କରିବା ପାଇଁ ଓଡ଼ିଶାକୁ ସୁଯୋଗ ଦେବାକୁ…

PMAYରେ ନିର୍ମିତ ଘରେ ବିଜୁ ପକ୍କାଘର ଯୋଜନା ଷ୍ଟିକର ଅନୁମୋଦିତ ନୁହେଁ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଘରେ ବିଜୁ ପକ୍କା ଘର ଯୋଜନାର ଷ୍ଟିକରକୁ ରାଜ୍ୟ ସରକାର ବ୍ୟବହାର କରିପାରିବେ ନାହିଁ । ଏନେଇ ରାଜ୍ୟ ସରକାରଙ୍କୁ କେନ୍ଦ୍ର ଗ୍ରାମୀଣ ବିକାଶ ବିଭାଗ ଚିଠି ଲେଖିଛି । ଯେଉଁଥିରେ ଉଲ୍ଲେଖ ରହିଛି ଯେ, ବିଜୁ ପକ୍କାଘର…