Latest Odisha News

BREAKING NEWS

Browsing Tag

PMModi

ଏଣିକି ଭାରତ ଏବଂ ସିଙ୍ଗାପୁର ମଧ୍ୟରେ ମୋବାଇଲ୍ ଆପ୍ଲିକେଶନ୍ ମାଧ୍ୟମରେ ହେବ ମନି ଟ୍ରାନ୍ସଫର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଏବଂ ସିଂଗାପୁର ପ୍ରଧାମନ୍ତ୍ରୀ ଲି ସୁନା ଲୁଂଗ ଆଜି ଭିଡିଓ କନଫରେନ୍ସି ଜରିଆରେ ଭାରତର ୟୁପିଆଇ ଏବଂ ସିଂଗାପୁରର ପେ-ନାଁଓ କେନେକ୍ଟିଭିଟିର ଶୁଭାରମ୍ଭ କରିଛନ୍ତି । ଏଣିକି ଭାରତ ଏବଂ ସିଙ୍ଗାପୁର ମଧ୍ୟରେ ମୋବାଇଲ୍ ଆପ୍ଲିକେଶନ୍ ମାଧ୍ୟମରେ ମନି ଟ୍ରାନ୍ସଫରର…

୨୦୨୪ରେ ତାମିଲନାଡୁରୁୁ ନିର୍ବାଚନ ଲଢିବେ ପ୍ରଧାନମନ୍ତ୍ରୀ ମୋଦି !

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ପାଇଁ କରମ କସିଲେଣି ସବୁ ରାଜନୈତିକ ଦଳ । ନିଜ ନିଜ ଆକାଂକ୍ଷୀ ଆସନରେ ପତିଆରା ଦେଖାଇଲେଣି ନେତା । କିଏ କେଉଁ ଆସନରୁ ଲଢିବେ ସେଥିନେଇ ଏବେଠୁ ଆରମ୍ଭ ହୋଇଗଲାଣି ଅଙ୍କକଷା । ଯଦି ବିଜେପି ଆସନ୍ତା ନିର୍ବାଚନରେ ବହୁମତ ପାଏ ତେବେ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି…

ମୋଦୀଙ୍କ ସୁନା ପ୍ରତିମୂର୍ତ୍ତିକୁ ବିକ୍ରି କରିବେନି ବ୍ୟବସାୟୀ

ସୁରଟ:  ସୁନାରେ ମୋଦି । ଦେଖିବାକୁ ଯେମିତି ସୁନ୍ଦର, ସେମିତି ମୂଲ୍ୟବାନ । ୧୮ କ୍ୟାରେଟ୍ ସୁନାରେ ତିଆରି ମୋଦିଙ୍କ ପ୍ରତିମୂର୍ତ୍ତି ଯାହାର ଓଜନ ରହିଛି ୧୫୬ ଗ୍ରାମ  । ଗୁଜରାଟ ସୁରଟରେ ଜଣେ ସୁନା ବ୍ୟବସାୟୀ ବସନ୍ତ ବୋରାଙ୍କ କମ୍ପାନିରେ ଏହାକୁ ତିଆରି କରାଯାଇଛି । ୩ ଇଞ୍ଚ୍ ଚଉଡ଼ା, ସାଢ଼େ ୪…

ମା’ଙ୍କ ଅନ୍ତ୍ୟେଷ୍ଟି ସାରି କର୍ତ୍ତବ୍ୟକୁ ଫେରିଲେ ମୋଦି; ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କଲେ

କୋଲକାତା: ମା’ଙ୍କ ଶେଷକୃତ୍ୟ ସାରି ପୁଣି କର୍ତ୍ତବ୍ୟକୁ ଫେରି ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । ଗାନ୍ଧିନଗର ରାଜଭବନରୁ ଭିଡିଓ କନଫରେନ୍ସିଂରେ କୋଲକାତାରୁ ହାବଡା ନ୍ୟୁ ଜଲପାଇଗୁଡି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ସବୁଜ ପତାକା ଦେଖାଇ ଲୋକାର୍ପଣ କରିଛନ୍ତ । ଏହି…

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ: ମଧ୍ୟପ୍ରଦେଶରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଚାରିଆଡୁ ଶୁଭେଚ୍ଛା ବାର୍ତ୍ତା ମିଳୁଛି । ଏହା ସହ ଜନ୍ମଦିନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି ।…

ପୁଟିନଙ୍କୁ ମୋଦି କହିଲେ ‘‘ଆଜିର ସମୟ ଯୁଦ୍ଧ ପାଇଁ ନୁହେଁ’’

ସମରକନ୍ଦ: ବିଶ୍ବରେ ଯୁଦ୍ଧ ଜରୁରୀ ନୁହେଁ । ଶାନ୍ତି ଜରୁରୀ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଋଷ ରାଷ୍ଟ୍ରପତି ପୁଟିନଙ୍କ ସହ ଆଲୋଚନା ବେଳେ ଯୁଦ୍ଧ ପାଇଁ ଏବେ ସମୟ ନୁହେଁ ବୋଲି ସିଧା ସିଧା କହିଛନ୍ତି । ପୁଟିନଙ୍କ ସହ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି…

ଟାର୍ଗେଟ୍‌ରେ ମୋଦୀ; ସତର୍କ କଲା ଗୁଇନ୍ଦା ସଂସ୍ଥା

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସରେ ଏକ ସମ୍ଭାବ୍ୟ ଆତଙ୍କବାଦୀ ଷଡଯନ୍ତ୍ର ବିଷୟରେ ଗୁଇନ୍ଦା ସଂସ୍ଥାଗୁଡ଼ିକ ସତର୍କ ସୂଚନା ଜାରି କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଜୀବନ ବିପଦରେ ଥିବା କୁହାଯାଉଛି। ରିପୋର୍ଟ ଅନୁଯାୟୀ, ଭାରତର ୭୫ ତମ…

ମହଙ୍ଗା ପଡ଼ିଲା ମୋଦୀଙ୍କ ଉପରେ ମଜାକ୍; ମିଡିଆ ହାଉସ୍‌କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌

ନୂଆଦିଲ୍ଲୀ: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ, ସୋମବାର ଜି ଏଣ୍ଟରଟେନମେଣ୍ଟ ଏଣ୍ଟରପ୍ରାଇଜେସ୍ ଲିମିଟେଡ୍ କୁ ଏକ ନୋଟିସ୍ ପଠାଇଛନ୍ତି। ଜାନୁୟାରୀ ୧୫ରେ ଏକ ରିଆଲିଟି ସୋ’ର ଟେଲିକାଷ୍ଟ ପାଇଁ ଏହି ବିଜ୍ଞପ୍ତିରେ ସ୍ପଷ୍ଟୀକରଣ ମାଗିଛି। ଏହି ଶୋ’ରେ ଦୁଇ ପିଲା ବିମୁଦ୍ରୀକରଣକୁ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଉଲ୍ଲଂଘନ ଘଟଣାର ଯାଞ୍ଚ କରୁଥିବା ଜଷ୍ଟିସଙ୍କୁ ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବ୍ୟବସ୍ଥା ଉଲ୍ଲଂଘନ ଘଟଣାର ଯାଞ୍ଚ କରୁଥିବା ପ୍ୟାନେଲର ନେତୃତ୍ୱ ନେଇଥିବା ପୂର୍ବତନ ଜଷ୍ଟିସ ଇନ୍ଦୁ ମଲହୋତ୍ରାଙ୍କୁ ଧମକ ଦିଆଯାଇଥିବା ଜଣାପଡିଛି। ରିପୋର୍ଟ ଅନୁଯାୟୀ ଜଷ୍ଟିସ୍ ଇନ୍ଦୁ ମଲହୋତ୍ରାଙ୍କୁ ଏକ ଧମକପୂର୍ଣ୍ଣ…

ଆଜି ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମୋଦୀ

ନୂଆଦିଲ୍ଲୀ: ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବଡ ବୈଠକ କରିପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସନ୍ଧ୍ୟା ୪.୩୦ରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଦେଶରେ ଦୈନିକ କରୋନା…