ପିଏମ୍ ମୋଦୀଙ୍କ ସୁରକ୍ଷା ତ୍ରୁଟି; ସ୍ବତନ୍ତ୍ର କମିଟି ଗଠନ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଛନ୍ତି।
ମାମଲାର ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ଯେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଡିଜି ଏବଂ…