ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ: ମଧ୍ୟପ୍ରଦେଶରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଚାରିଆଡୁ ଶୁଭେଚ୍ଛା ବାର୍ତ୍ତା ମିଳୁଛି । ଏହା ସହ ଜନ୍ମଦିନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି ।…