ଜାଣନ୍ତୁ, ପୋଡପିଠାର ପରମ୍ପରା ଓ ଏହାର ପ୍ରସ୍ତୁତି ପ୍ରଣାଳୀ
ଭୁବନେଶ୍ୱର: ଓଡିଶାର ଘରେ ଘରେ ପୋଡ଼ପିଠା ପ୍ରସିଦ୍ଧି ଲାଭ କରିଥିଲେ ମଧ୍ୟ ଏହା ସହ ଜଡିତ ପରମ୍ପରା ସହ ଅନେକ ଅବଗତ ନଥିବେ । ଆଜି ଆମେ ଆପଣଙ୍କୁ ଜଣାଇବୁ ଏହାସହ ଜଡିତ ପରମ୍ପରା ସମ୍ପର୍କରେ..
ଏହା ପ୍ରତ୍ୟେକ ଓଡ଼ିଆ ଘରେ ରଜ ଓ ନାନାଦି ପର୍ବପର୍ବାଣୀରେ ତିଆରି କରାଯାଇଥାଏ । ଜଗନ୍ନାଥଙ୍କ…