କୁଳାଙ୍ଗାର ଉବାଚ : ଗୁରୁ ତୁମେ ଗୁରୁ
ବନ୍ଧୁଗଣ ! ଜୀବନରେ ମୁଁ ଅନେକଙ୍କୁ ବ୍ୟଙ୍ଗ କରିଛି,
ଅନେକ ଅବାଗ ଓ ଅବ୍ୟବସ୍ଥାକୁ ସୁଧାରି ପାରିଛି!
ଏପରିକି ଗୁରୁଙ୍କୁ ବି କଲମ କମାଣର ମୂନରେ ରଖିଛି,
କହିବାକି ଦ୍ବିଧା ନାହିଁ ଏହି ନିର୍ଭିକତା ବି ମୁଁ ଗୁରୁଙ୍କଠୁ ଶିଖିଛି!
ଯାହାଙ୍କ ପାଇଁ ଆଜି ମୁଁ କବି କୁଳାଙ୍ଗାର ସୁଲକ୍ଷଣା,…