Latest Odisha News
Browsing Tag

Police Arrested Cashier

ସରକାରୀ ଟଙ୍କା ଆତ୍ମସାତ୍ ଅଭିଯୋଗରେ କେସିଅରଙ୍କୁ ଗିରଫ କଲା ପୋଲିସ୍

ନବରଙ୍ଗପୁର: ନବରଙ୍ଗପୁର ଡାବୁଗାଁ ତହସିଲଦାର ଅଫିସର କିରାଣୀ ଚନ୍ଦନା ମଣ୍ଡଳଙ୍କୁ ଗିରଫ କରିଛି ପୋଲିସ୍। ୧କୋଟି ୪୫ଲକ୍ଷ ଟଙ୍କା ଆତ୍ମସାତ୍ କରିଥିବା ଅଭିଯୋଗ ହୋଇଥିଲା। ଛତିଶଗଡ଼ ରାଜ୍ୟର ସୁକୁମା ଜିଲ୍ଲାରୁ ଗିରଫ କରି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୂଚନା ଅନୁଯାୟୀ, ଡାବୁଗାଁ ତହସିଲ…