Latest Odisha News

BREAKING NEWS

Browsing Tag

Police Commissioner

ପୋଲିସ କମିଶନର ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର: ପୋଲିସ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ । ଭୁବନେଶ୍ୱର କମିଶନରେଟ ପୋଲିସ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସୁଧାଂଶୁ ଷଡଙ୍ଗୀ ସ୍ଥାନରେ ସୌମେନ୍ଦ୍ର ଏହି ଦାୟିତ୍ୱ ମିଳିଛି । ୧୯୯୫ ବ୍ୟାଚ୍ ଆଇପିଏସ ଅଫିସର ସୌମେନ୍ଦ୍ର…

ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ଆଜି ଦାୟିତ୍ୱ ନେବେ ଟୁଇନ୍ ସିଟିର ନୂଆ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଗତକାଲି ତାଙ୍କୁ ନୂଆ ନିଯୁକ୍ତି ମିଳିଥିଲା । ୧୯୯୫ ବ୍ୟାଚ୍‌ ଆଇପିଏସ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହା ପୂର୍ବରୁ କ୍ରାଇମବ୍ରାଞ୍ଚର ଏଡିଜି ଥିଲେ । ନିଯୁକ୍ତି ମିଳିବା ପରେ ନୂଆ ପୋଲିସ…

ଟ୍ୱିନ୍ ସିଟିର ନୂଆ ପୋଲିସ କମିଶନର ହେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର । ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ନୂତନ ପୋଲିସ କମିଶନର ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ୧୯୯୫ ବ୍ୟାଚର ଏହି ଆଇପିଏସ୍ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ନୂଆ ନିଯୁକ୍ତି ନେଇ ଗୃହ ବିଭାଗ…

ବିବନ ବିଶ୍ବାଳ ଗିରଫ ପରେ,ପୋଲିସ କମିଶନରଙ୍କୁ ଭେଟିଲେ CBIର ୨ ଅଧିକାରୀ, ତଦନ୍ତର ଅଗ୍ରଗତି ନେଇ ଆଲୋଚନା 

ଭୁବନେଶ୍ବର: ଦୀର୍ଘ ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳ ଧରାପଡିବା ପରେ ଘଟଣାର ତଦନ୍ତ କରୁଥିବା ସିବିଆଇ ତତ୍ପରତା ଦେଖାଇଛି । ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆସି ଭେଟିଛନ୍ତି ସିବିଆଇର ୨ ଅଧିକାରୀ । ତଦନ୍ତର ଅଗ୍ରଗତି ନେଇ ପୋଲିସ କମିଶନରଙ୍କ ସହ…

ରାଜଧାନୀରେ ଜାରି ରହିବ ଲକ୍‌ଡାଉନ କଟକଣା, ପରିଚୟପତ୍ର ଦେଖାଇ ଅଫିସ ଯାଇପାରିବେ ସରକାରୀ କର୍ମଚାରୀ

ଭୁବନେଶ୍ୱର: ସାରା ଦେଶରେ ଲକ୍ ଡାଉନକୁ ମେ ତିନି ଯାଏଁ ବୃଦ୍ଧି କରାଯାଇଥିବା ବେଳେ ଏପ୍ରିଲ ୨୦ ତାରିଖରୁ କେତେକ କ୍ଷେତ୍ରରେ କଟକଣା ସାମାନ୍ୟ କୋହଳ କରାଯିବା ନେଇ କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ କରୋନା ହଟସ୍ପଟ ଚିହ୍ôନଟ ହୋଇଥିବା ଭୁବନେଶ୍ୱର ସହରରେ…