Latest Odisha News

BREAKING NEWS

Browsing Tag

Police encounter

ଗୁଳିର ଜବାବ ଗୁଳିରେ ଦେଲା ପୋଲିସ, ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର

ରାଉରକେଲା: ଗୁଳିର ଜବାବ ଗୁଳି । ସୁନ୍ଦରଗଡ଼ ଜିଲ୍ଲା ଝିରିପାଣି ଥାନା ଝରିଆଟୋଲା ବସ୍ତିରେ ଘଟିଥିବା ହତ୍ୟାକାଣ୍ଡର ୨୪ ଘଣ୍ଟା ଭିତରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି । ସରକାରୀ ଜମି କବଜାକୁ ନେଇ ରବିବାର ସ୍ଥାନୀୟ ଚୁନୁ ଓରାମଙ୍କ ଗୁଳିରେ ବାଞ୍ଛାଙ୍କ ମୃତ୍ୟୁ ହୋଇଥିଲା । ସୋମବାର ଭୋରରେ…

କଟକରେ ଏନକାଉଣ୍ଟର: ଗୁଳି ଖାଇଲା ଦୁର୍ଦ୍ଦାନ୍ତ ଅପରାଧୀ ରାକା

କଟକ: ଦଶହରା ସରିବା ପରେ କଟକରେ ପୋଲିସର ଏନକାଉଣ୍ଟର । ଆଜି ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳି କରିଛି କମିଶନରେଟ ପୋଲିସ । ଏଥିରେ ବାଲିକୁଦା ଅଞ୍ଚଳର ହାର୍ଡକୋର୍ କ୍ରିମିନାଲ୍ ରାକା ଓରଫ ରାକେଶ ଦାସ ଆହତ ହୋଇଛି । ରାକାର ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ କଟକ ବଡ଼…

ପୋଲିସ୍ ଏନକାଉଣ୍ଟରରେ ୨ ନକ୍ସଲ ନିହତ, ବିପୁଳ ବିସ୍ଫୋରକ ଜବତ

ମାଲକାନଗିରି: ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ଜଣ ସଶସ୍ତ୍ର ନକ୍ସଲ ପ୍ରାଣ ହରାଇଛନ୍ତି । ମୃତ ଦୁଇ ହାର୍ଡକୋର ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ଥିବା ଜଣା ପଡ଼ିଛି । ଗତ କିଛିଦିନ ତଳେ ନକ୍ସଲ ମାନେ ପୋମକେ ଗାଟ୍ଟା…

ହାଇଦ୍ରାବାଦ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ମିଳିଛି: ପ୍ରତାପ ଜେନା

ଭୁବନେଶ୍ୱର: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାରେ ସମସ୍ତ ୪ ଜଣ ଅଭିଯୁକ୍ତଙ୍କର ପୋଲିସର ଏନକାଉଣ୍ଟରରେ ମୃତ୍ୟୁ ଘଟିଛି । ଏହି ଘଟଣାରେ ଚାରିଆଡୁ ହାଇଦ୍ରାବାଦ ପୋଲିସକୁ ପ୍ରଶଂସା କରାଯାଉଥିବା ବେଳେ ଓଡିଶାର ଆଇନ ମନ୍ତ୍ରୀ ପ୍ରତାପ…

ହାଇଦ୍ରାବାଦ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପୋଲିସକୁ ବିଭିନ୍ନ ମହଲରୁ ପ୍ରଶଂସା, ଜାଣନ୍ତୁ କିଏ କ’ଣ କହିଲେ

ହାଇଦ୍ରାବାଦ: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ୪ ଜଣ ଅଭିଯୁକ୍ତଙ୍କର ପୋଲିସର ଏନକାଉଣ୍ଟରରେ ମୃତ୍ୟୁ ଘଟିଛି । ହାଇଦ୍ରାବାଦ ପୋଲିସର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରୁ ପ୍ରଶଂସାର ଛୁଟୁଥିବା ବେଳେ…