ପୁରୀରେ ପୋଲିସ୍ ମାଡ଼ରେ ଅଭିଯୁକ୍ତର ମୃତ୍ୟୁ ଅଭିଯୋଗର ତଦନ୍ତ ଆରମ୍ଭ
ପୁରୀ: ପୋଲିସ୍ ହେପାଜତରେ ପୁରୀରେ ଅଭିଯୁକ୍ତର ମୃତ୍ୟୁ ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି । ପୁରୀରେ ମାମଲାର ସମୀକ୍ଷା କରିଛନ୍ତି ପୋଲିସ ଆଇଜି ଇନ୍ଚାର୍ଜ ଏସ୍. ପ୍ରବୀଣ କୁମାର । ପୁରୀ ଏସପି ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସେ ମାମଲା ସମ୍ପର୍କରେ ଆଲୋଚନା କରିଛନ୍ତି ।
ତଦନ୍ତରେ ଜାତୀୟ…