Latest Odisha News

BREAKING NEWS

Browsing Tag

Police SI

ଥାନାବାବୁଙ୍କର ଏତେ ସମ୍ପତ୍ତି ଦେଖି ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ  ତମାଣ୍ଡୋ ଥାନା ଏସ୍‌ଆଇ ।  ଘରେ ପଶି ଛାନଭିନ କଲା ଭିଜିଲାନ୍ସ। ଭୁବନେଶ୍ୱର ସ୍ଥିତ ପାଇକନଗରରେ ଥିବା ୪ ମହଲା ବିଲ୍ଡିଂ ଓ ତମାଣ୍ଡୋ ଅଫିସରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଏଥିସହିତ ତାଙ୍କ ନୟାଗଡ଼ର ଥିବା ପୈତୃକ ଘରେ ମଧ୍ୟ ଚଢାଉ ହାଇଛି।…

ମହିଳା ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ବାଲିଗୁଡ଼ା: ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା । କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିରେ ଜଣେ ମହିଳା ପୋଲିସ ଏସ୍ଆଇ ଆତ୍ମହତ୍ୟା କରିଛନ୍ତି । ଆଜି ସକାଳେ ଘୁ.ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ୍ ଏସ୍ଆଇ ସ୍ୱାଗତିକା ବେହେରାଙ୍କ ମୃତଦେହ ତାଙ୍କ ସରକାରୀ ବାସଭବନରୁ ମିଳିଛି । ନିଜ ବେକରେ ଓଢ଼ଣୀ…

ଏସ୍‌ଆଇଙ୍କ ବିରୋଧରେ ଲଭ୍‌, ସେକ୍ସ, ଧୋକା ଅଭିଯୋଗ ଆଣିଲେ ଏସ୍‌ଆଇ

ବ୍ରହ୍ମପୁର: ଏସ୍‌ଆଇଙ୍କ ଲଭ୍ ସେକ୍ସ ଧୋକା ଭଳି ସାଂଘାତିକ ଅଭିଯୋଗ ଆଣିଲେ ମହିଳା ଏସ୍‌ଆଇ । ନ୍ୟାୟ ପାଇଁ ଡିଜିପି କ୍ୟାମ୍ପ ଅଫିସରେ ହେଲେ ଫେରାଦ । ଖଲ୍ଲିକୋଟ ଥାନାରେ ଥିବା ଏସ୍‌ଆଇ ସିଲୁ ଧଳ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ । ପରେ ତାଙ୍କୁ ଧୋକା ଦେଇିଛନ୍ତି…

ଭିଜିଲାନ୍ସ ଜାଲରେ ପୋଲିସ ବାବୁ; ନେଉଥିଲେ ଲାଞ୍ଚ !

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନାର ଏସଆଇ ସିଦ୍ଧାର୍ଥ କୁମାର ଗୌଡ଼ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମିଳିଥିବା ସୂଚନାନୁଯାୟୀ, ପି ରାଜା ନାମକ ଜଣେ ବ୍ୟକ୍ତିଙ୍କଠାରୁ ଥାନାକୁ ଆସିଥିବା ଏକ ମାମଲାର ସମାଧାନ କରିବା ଲାଗି ଏହି ପୋଲିସ…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ପୋଲିସ ଏଏସଆଇ !

ଖୋର୍ଦ୍ଧା: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ଜଣେ ଆସିଷ୍ଟାଣ୍ଟ୍ ପୋଲିସ ସବ୍ ଇନିସପେକ୍ଟର୍ । ମିଳିଥିବା ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଧଳା ପଥର ଫାଣ୍ଡି ଅଧିକାରୀ ଅଶୋକ ପଣ୍ଡା। ସେ ଆଶିଷ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ଜାଗା ମାମଲା କେଶର ଦଫା…

ନିଶାସକ୍ତ ଭାବେ ଗାଡି ଚଳାଇ ନିଲମ୍ବିତ ହେଲେ ପୋଲିସ ବାବୁ

ମୟୂରଭଞ୍ଜ: ନିଶାସକ୍ତ ଅବସ୍ଥାରେ ଗାଡି ଚଳାଇ ଦୁର୍ଘଟଣା ଘଟାଇଥିବା ଏସଆଇ ଶୁଭେନ୍ଦୁ ବେହୋରାଙ୍କୁ ସୋମବାର ଦିନ ମୟୂରଭଞ୍ଜ ଏସପି ନିଲମ୍ବିତ କରିଛନ୍ତି । ଶୁଭେନ୍ଦୁ ଉଦଳା-କପ୍ତିପଦା ରାସ୍ତାରେ ଅତ୍ୟନ୍ତ ବିଶୃଙ୍ଖଳ ଭାବେ ଗାଡି ଚଳାଉଥିଲେ । ଏହି ସମୟରେ ସ୍ଥାନୀୟ ପେଟ୍ରୋଲ ପମ୍ପ ନିକଟରେ ସେ…