[ଭିଡିଓ] ଚୋରି କରି ଚମ୍ପଟ୍ ମାରୁଥିଲେ ଚୋର, ଆଉ ତା ପରେ…
ମାଧବରମ୍: ଚେନ୍ନାଇରୁ ଭାଇରାଲ୍ ହୋଇଛି ଏହି ଭିଡିଓ । ଚୋରି କରି ଚମ୍ପଟ୍ ମାରିଥିଲେ ଦୁଇଜଣ ଚୋର । ହେଲେ ଅନ୍ ଦ ସ୍ପଟ୍ ଜଣେ ପୋଲିସ ସବ୍-ଇନ୍ସପେକ୍ଟରଙ୍କ ହାତରେ ଧରାପଡିଥିଲେ । ଦୁଇଜଣ ଚୋର ବାଇକରେ ପଳାଉଥିବାବେଳେ ତାଙ୍କୁ ମାଡିବସିଥିଲେ ଏକାକି ପୋଲିସକର୍ମୀ । ସୋସିଆଲ୍ ମିଡିଆରେ ଏହି…