Latest Odisha News
Browsing Tag

Polio Vaccine

୨୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ସ୍ଥଗିତ ରହିଲା ପୋଲିଓ ଟିକାକରଣ ଅଭିଯାନ

ନୂଆଦିଲ୍ଲୀ: ସୂଚନା ଅନୁଯାୟୀ, ଜାନୁଆରୀ ୧୬ ରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବାକୁ ଯାଉଛି। କରୋନା ଗମ୍ଭୀରତାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ବିଶ୍ୱାସ କରାଯାଏ। ଉଲ୍ଲେଖ ଥାଉ କି, ଗତ ୨୫ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ପାଇଁ ପୋଲିଓ ଅଭିଯାନକୁ ଆଗକୁ ନିଆଯାଇଛି।…

ପୋଲିଓ ଟୀକା ନେବା ପରେ ୨ମାସର ଶିଶୁକନ୍ୟା ମୃତ

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୋଲିଓ ଟୀକା ନେବା ପରେ ଜଣେ ୨ମାସର ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି । ମୃତ ଶିଶୁଟି ନରନପୁର ଗ୍ରାମର ସ୍ମୃତିରଞ୍ଜନ ବିଶ୍ୱାଳ ଓ ଜୋତ୍ସାରଣୀ ବିଶ୍ୱାଳଙ୍କ ଝିଅ ବୋଲି ଜଣାପଡିଛି । ମିଳିଥିବା…