Latest Odisha News
Browsing Tag

Political News

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ, ଦୀର୍ଘ ସମୟ ଜେରା ପରେ ଇଡ଼ିର କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ। ଦୀର୍ଘ ସମୟ ଜେରା ପରେ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ ବା ଇଡ଼ି। ମିଳିଥିବା ସୂଚନା ଅନୁଯାୟୀ କଥିତ ଜମି ଦୁର୍ନିତୀରେ ହେମନ୍ତ ସୋରେନଙ୍କୁ ଗିରଫ କରିଛି ଇଡ଼ି। ପାଖାପାଖି ୭ ଘଣ୍ଟା ଜେରା ପରେ ହେମନ୍ତଙ୍କୁ ଗିରଫ କରିଛି…

ସକାଳେ ‘ହାତ’ ଛାଡ଼ିଲେ, ସନ୍ଧ୍ୟାରେ ଏକନାଥ ସିନ୍ଦେଙ୍କ ଧନୁତୀର ଧରିଲେ ମିଲିନ୍ଦ

ନୂଆଦିଲ୍ଲୀ: ମହାରାଷ୍ଟ୍ର କଂଗ୍ରେସକୁ ଏକ ବଡ଼ ଝଟକା ଦେଇଥିବା ଭେଟେରାନ ନେତା ମିଲିନ୍ଦ ଦେଓରା ଶେଷରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଉପସ୍ଥିତିରେ ଶ୍ରୀ ଦେଓରା ଶିବସେନାରେ ଯୋଗ ଦେଇଥିଲେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ମିଲିନ୍ଦ ଦେଓରା…

ଜନକଲ୍ୟାଣ ଯୋଜନାରେ ଦଳୀୟ ଚିହ୍ନର ବ୍ୟବହାର ମାମଲା: ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଜନ କଲ୍ୟାଣ ଯୋଜନାରେ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ସେମାନଙ୍କ ଦଳୀୟ ଚିହ୍ନକୁ ବ୍ୟବହାର ନେଇ ଏକ ପିଟିସନ ଦିଲ୍ଲୀ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଭାରତୀୟ ଜନତା ପାର୍ଟି, ଓଡ଼ିଶା ଶାଖାର ସାଧାରଣ ସମ୍ପାଦକ ଜତିନ ମହାନ୍ତି ଦିଲ୍ଲୀ ହାଇକୋର୍ଟରେ ଏହି ମାମଲା ରୁଜୁ କରିଥିଲେ।…

ନେତା ଅସନ୍ତୋଷ, ବିଜେଡ଼ିରେ ଫାଟ

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ରାଜ୍ୟର ସବୁଠାରୁ ଶକ୍ତିଶାଳୀ ଦଳ ଭାବେ ଗଣାଯାଉଥିବା ବିଜୁ ଜନତା ଦଳ ବା ବିଜେଡ଼ିରେ ଅନେକ ଜିଲ୍ଲାରେ ଏବେ ଫାଟ। ଜଳ ଜଳ ହୋଇ ପଦାକୁ ଏହା ଦେଖାଗଲାଣି। ଦଳରେ ଥିବା ନେତା ଓ କର୍ମୀଙ୍କ ହାବଭାବକୁ ଦେଖିଲେ ଏହା ସ୍ପଷ୍ଟ ଭାବେ ବାରି ହୋଇପଡ଼େ। ପୂର୍ବତନ ମନ୍ତ୍ରୀ…