Latest Odisha News

BREAKING NEWS

Browsing Tag

Political Parties

ନେତାଙ୍କ କାନ୍ଦ ଦେଖି ହସୁଛନ୍ତି ଜନତା, ଚାଷୀ ଜଳକା

ଭୁବନେଶ୍ୱର: କାହା  ଆଖିରେ ଲୁହ ନିଜ ଆଖି ଦେଖିଲେ ଆପେ ଓଦା ହୋଇଯାଏ । ସେଥିପାଇଁ କେହି ଜଣେ କାନ୍ଦକୁ ସଂକ୍ରମଣ ବୋଲି କହିଥିଲେ । ହେଲେ ଏ କି ଦୃଶ୍ୟ ! ଅନ୍ୟର କାନ୍ଦ କେବେ ହାସ୍ୟରୋଳ ସୃଷ୍ଟି କରପାରେ ? ହେଲେ ଏଠି ବିଜେଡି-ବିଜପି କାନ୍ଦ ସାରା ରାଜ୍ୟବାସୀଙ୍କୁ ହସାଉଛି ! ହଁ, ରାଜନୀତିରେ…

ଧାମନଗର: କିଏ ପାଇଲା କେତେ ଭୋଟ୍ ?

ଭଦ୍ରକ: ଧାମନଗର ଉପନିର୍ବାଚନ ଜିତିବା ସହ ଆସନ ବଜାୟ ରଖିଛି ବିଜେପି । ନଭେମ୍ବର ୩ ତାରିଖରେ ହୋଇଥିବା ଭୋଟିଂରେ ୬୮.୯୮ ପ୍ରତିଶତ ମତଦାନ ହୋଇଥିଲା । ଆଜି ଫଳାଫଳ ଆସିବା ସହ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୪୯.୦୯ ପ୍ରତିଶତ ଭୋଟ୍ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ…

କେମିତି ହେବ ନିର୍ବାଚନ ପ୍ରଚାର? ପରାମର୍ଶ ମାଗିଲେ ନିର୍ବାଚନ ଆୟୋଗ

ଭୁବନେଶ୍ୱର: କରୋନା ଭିତିରେ କେମିତି ହେବ ନିର୍ବାଚନ ପ୍ରଚାର । ଏନେଇ ପରାମର୍ଶ ଲୋଡିଲେ ନିର୍ବାଚନ ଆୟୋଗ । ନିର୍ବାଚନ ପ୍ରଚାର ଓ ସଭା କରିବାକୁ ନେଇ ସମସ୍ତ ଜାତୀୟ ଓ ଆଂଚଳିକ ରାଜନୈତିକ ଦଳର ମତାମତ ମାଗିଛନ୍ତି ମୁଖ୍ୟ ନିର୍ବାଚନ ଆୟୋଗ । ଆସନ୍ତା ୩୧ ତାରିଖ ସୁଦ୍ଧା ଏନେଇ ମତାମତ ଦେବାକୁ…

କରୋନା ମହାମାରୀ: ଏକାଠି ହେଲେ ୧୩ ବିରୋଧି ରାଜନୈତିକ ଦଳ, ଜୁନ୍ ୨୬ରେ ରାଜ୍ୟସ୍ତରୀୟ ପ୍ରତିବାଦ ସଭା

ଭୁବନେଶ୍ୱର: କରୋନା ମହାମାରୀ ପରିଚାଳନାରେ ବିଫଳତା ଏବଂ ଲୋକଙ୍କ ଜୀବନ ଜୀବିକା ସୁରକ୍ଷା ଦାବିନେଇ ଏକାଠି ହୋଇଛନ୍ତି ରାଜ୍ୟର ୧୩ଟି ବିରୋଧି ରାଜନୈତିକ ଦଳ । ଆସନ୍ତା ଜୁନ୍ ୨୬ ତାରିଖରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜ୍ୟସ୍ତରୀୟ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।…