Latest Odisha News

BREAKING NEWS

Browsing Tag

Politician

ସକାଳେ ‘ହାତ’ ଛାଡ଼ିଲେ, ସନ୍ଧ୍ୟାରେ ଏକନାଥ ସିନ୍ଦେଙ୍କ ଧନୁତୀର ଧରିଲେ ମିଲିନ୍ଦ

ନୂଆଦିଲ୍ଲୀ: ମହାରାଷ୍ଟ୍ର କଂଗ୍ରେସକୁ ଏକ ବଡ଼ ଝଟକା ଦେଇଥିବା ଭେଟେରାନ ନେତା ମିଲିନ୍ଦ ଦେଓରା ଶେଷରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଉପସ୍ଥିତିରେ ଶ୍ରୀ ଦେଓରା ଶିବସେନାରେ ଯୋଗ ଦେଇଥିଲେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ମିଲିନ୍ଦ ଦେଓରା…

ବରକନ୍ୟା ଝରଣା ବୁଲିଲେ ବିଜେଡି ନେତା, ପର୍ଯ୍ୟଟନସ୍ଥଳୀ ମାନ୍ୟତା ପ୍ରତିଶୃତି ଦେଲେ ପ୍ରଣବ

ନୟାଗଡ଼ : ନୟାଗଡ଼ ଜିଲ୍ଲାରେ ଜଙ୍ଗଲ ଓ ପାହାଡ଼ ଘେର ଭିତରେ ରହିଛି ବରକନ୍ୟା ଝରଣା । ସ୍ଥାନୀୟ ବିଧାୟକ ଅରୁଣ ସାହୁଙ୍କୁ ଆମନ୍ତ୍ରଣ ରକ୍ଷା କରି ଜିଲ୍ଲାର ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ସରହଦ ରିଜର୍ଭ ଫରେଷ୍ଟରେ ଗୁରୁବାର ସକାଳୁ ସକାଳୁ ପହଞ୍ଚିଥିଲେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…

ପଖାଳ ଦିବସ ପାଳିଲେ ଓଡ଼ିଆ ନେତା ଓ କର୍ମୀ, ସୋସିଆଲ ମିଡିଆରେ ଶୁଭେଚ୍ଛା ଓ ଫୋଟୋ ପୋଷ୍ଟ୍

ଭୁବନେଶ୍ୱର : ବିଶ୍ୱ ପଖାଳ ଦିବସ ଅବସରରେ ଗାଁଠୁ ସହର, ପ୍ରଦେଶରୁ ପ୍ରବାସୀ ଓଡ଼ିଆଙ୍କ ଯାଏଁ, ସବୁଠି ହୋଇଛି ପଖାଳ ଖିଆର ଆୟୋଜନ । ଓଡ଼ିଆଙ୍କ ପ୍ରିୟ ପଖାଳ କଂସା ପାଖରେ ଆଜି ଦେଖିବାକୁ ମିଳିଛି ଭଳିକିଭଳି ସୁସ୍ବାଦୁ ଖାଦ୍ୟର ପସରା, ଏସବୁ ଭିତରେ ପଲିଟିକାଲ ପଖାଳକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ।…

କୋଭିଡ୍ ନିୟମ ମାନି ନିଆରା ଢଙ୍ଗରେ ଜନ୍ମ ଦିନ ପାଳିଲେ ଅଭିନେତା ଆକାଶ

ଭୁବନେଶ୍ୱର : ଓଲିଉଡର ହ୍ୟାଣ୍ଡସମ୍ ହିରୋ ତଥା ପୂର୍ବତନ ବିଧାୟକ ଆକାଶ ଦାସ ନାୟକଙ୍କ ଆଜି ଜନ୍ମଦିନ । ଆଜି ସେ ୩୯ ବର୍ଷରେ ପାଦ ଥାପିଛନ୍ତି । ପ୍ରତିବର୍ଷ ଆକାଶ ଅନାଥ ଆଶ୍ରମ, ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ସହ ଜନ୍ମଦିନ ପାଳିଥାନ୍ତି । କିନ୍ତୁ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ସେ ସମ ଦୂରତା…