Latest Odisha News

BREAKING NEWS

Browsing Tag

Polsara

ଘର ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ: ଘର ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ତଳେ ଚଟାଣରେ ସ୍ତ୍ରୀର ମୃତ୍ୟଦେହ ପଡ଼ିଥିବା ବେଳେ ଝୁଲନ୍ତା ଅବସ୍ଥାରେ ସ୍ୱାମୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ପୋଲସରା ଅନ୍ତର୍ଗତ ସୋଡ଼କ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସ୍ତ୍ରୀକୁ…

ଆଶ୍ଚର୍ଯ୍ୟଜନକ ଭାବେ ଗଛରୁ ଝରୁଛି ପାଣି; ଗଛମୂଳେ ଗ୍ରାମବାସୀଙ୍କ ପୂଜାର୍ଚ୍ଚନା

କରାତୁଳି/ପୋଲସରା: ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ପଞ୍ଚାୟତରେ କରାତୁଳି ଗ୍ରାମରେ ଘଟିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା ।  ବାଘୁଆ ନଦୀ କୂଳରେ ଥିବା ଏକ ବଣ ପାଳଧୁଆ ଗଛରେ କୈଣସି ଏକ ଅଲୌକିକ ଶକ୍ତି ମାଧ୍ୟମରେ ଗଛରୁ ପାଣି ବାହୁରୁ ଥିବା ଭଳି ଚମତ୍କାର ଦୃଶ୍ୟ ଦେଖିବାକୁ…

ପୋଲସରାରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ପୋଲସରା: ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁର ପଞ୍ଚାୟତରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । କୋଙ୍କରଡା ଗ୍ରାମର ତ୍ରିନାଥ ପ୍ରଧାନଙ୍କ ଚତୁର୍ଥ ଝିଅ ମଞ୍ଜୁସା ପ୍ରଧାନଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ମୃତ ଝିଅର ବାପା ତ୍ରିନାଥ ପ୍ରଧାନଙ୍କ ଏତଲା କ୍ରମେ ଝିଅ ୨ ବର୍ଷ…

ପ୍ରତିଦିନ ଘଟୁଛି ଦୁର୍ଘଟଣା; ରାସ୍ତା ମଝିରେ ବୋରୱେଲ ପାଇପ୍ !

ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରା ଏନ୍.ଏ.ସି. ର ମୁଖ୍ୟ ସଡ଼କ ସମେତ ପ୍ରତ୍ୟେକ ଓ୍ବାଡ଼ ସଡ଼କର ସୌନ୍ଦର୍ଯ୍ୟକରଣ ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି । ହେଲେ ପୋଲସରା ଏନ୍.ଏ.ସି. ର ମୁଖ୍ୟ ସଡ଼କରୁ ୧୨ ନଂ ଓ୍ବାଡ଼ ସୁବୁଦ୍ଧି ସାହି , ଧୋବା ସାହି ଓ ବଡ ହରିଜନ ସାହିର ତିନି ଛକି ସଡ଼କ…