Latest Odisha News

BREAKING NEWS

Browsing Tag

Pond

ଖେଳୁଥିବା ବେଳେ ଅଘଟଣ, ପୋଖରିରେ ବୁଡ଼ି ଯାଇ ଭାଇଭଉଣୀ ମୃତ

ଜୟପୁର: ବାପା ଜମିରେ କାମ କରୁଥିବା ବେଳେ ନିକଟସ୍ଥ ପୋଖରିରେ ବୁଡ଼ି ଭାଇଭଉଣୀ ପ୍ରାଣ ହରାଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ପିପଳପୁଟ ଗାଁରେ । ଗାଁ ନିକଟସ୍ଥ ପୋଖରିରେ ଜୀନୁ ବଡ଼ନାୟକଙ୍କ ୫ ବର୍ଷର ପୁଅ ଯୋଗେଶ ଏବଂ ୧୦ ବର୍ଷର ଝିଅ ସନ୍ତୋଷୀ ବୁଡ଼ି…

କଳିଙ୍ଗନଗରରେ ୫ଟି ଶ୍ରେଣୀଗୃହ ଦାନ କଲା ଟାଟା ଷ୍ଟିଲ୍ ଫାଉଣ୍ଡେସନ୍, ଉପକୃତ ହେବେ ୨୦୦ ଶିକ୍ଷାର୍ଥୀ

କଳିଙ୍ଗନଗର: ଯାଜପୁର ଜିଲ୍ଲା କଳିଙ୍ଗନଗରରେ ୨ଟି ପ୍ରକଳ୍ପ ଭେଟି ଦେଇଛି ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ । ବାରଗାଡ଼ିଆ ପଞ୍ଚାୟତରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ପକ୍ଷରୁ ୫ଟି ଶ୍ରେଣୀଗୃହ ସହ ଏକ ଗୋଷ୍ଠୀ ପୋଖରିର ଉନ୍ନତିକରଣ କରାଯାଇଛି । ଏହାକୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ…

ଝାରସୁଗୁଡ଼ାରେ ଗ୍ରାମ୍ୟ ପୋଖରୀ ଗୁଡିକର ନବୀକରଣ କରୁଛି ବେଦାନ୍ତ

ଝାରସୁଗୁଡା: ବେଦାନ୍ତ ଆଲୁମିନିୟମ, ଭାରତର ବୃହତମ ଆଲୁମିନିୟମ ଉତ୍ପାଦକ, ଝାରସୁଗୁଡାର ୧୯ଟି ଗାଁ ପୋଖରୀକୁ ନବୀକରଣ କରି ୩୦୦୦ରୁ ଅଧିକ ସ୍ଥାନୀୟ ବାସିନ୍ଦାଙ୍କୁ ସେମାନଙ୍କର ଜଳ ଆବଶ୍ୟକତାକୁ ପୂରଣ କରିବାରେ ସାହାଯ୍ୟ କରିଛି । କାଟିକେଲା, ଡାଲ୍କି, ପରମାନପୁର, ବଡମାଲ, କେଲଡାମାଲ, ସୋଢମାଲ,…

ପୋଖରି ଖୋଳାକୁ ନେଇ ବିବାଦ, ପିଟି ପିଟି ଯୁବକଙ୍କୁ ମାରିଦେଲେ

ସୁବର୍ଣ୍ଣପୁର: ଜମିବାଡ଼ି ବିବାଦରୁ ଗଡ଼ିଲା ମୁଣ୍ଡ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା କମିରା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ସରକାରୀ ଜମିରେ ପୋଖରି ଖୋଳାକୁ ନେଇ ଦୁଇ ପରିବାର ମଧ୍ୟରେ ଉପୁଜି ଥିବା ବିବାଦ ପାଇଁ ମୁଣ୍ଡ ଗଡ଼ିଛି । ଠେଙ୍ଗା ମାଡ଼ ପରେ କାଠ ଗଣ୍ଡିରେ ଛେଚି ଜଣଙ୍କୁ…

ପଦ୍ମ ପୋଖରୀରେ ବୁଡ଼ି ମହିଳା ମୃତ

କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ପଦ୍ମପୋଖରୀ ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ପଦ୍ମ ପୋଖରୀରେ ବୁଡି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଜୟପୁରାକାଟେଣୀ ପଞ୍ଚାୟତ ପଦ୍ମପୋଖରୀ ଗାଁର ରାଧା ଦେହୁରୀ । ରାଧା ସକାଳୁ ଘର ପାଖ ବେଣାପାଟିଆ ପୋଖରୀକୁ ଶୌଚ…

ସ୍ୱାମୀ ଆଖି ଆଗରେ ପୋଖରିରେ ବୁଡ଼ିଗଲା ଗର୍ଭବତୀ ସ୍ତ୍ରୀ

ବଲାଙ୍ଗିର: ହସ୍ପିଟାଲରୁ ଚେକଅପ୍ ସାରି ଫେରୁଥିଲେ । ପେଟରେ ବଢ଼ୁଥିବା ଛୁଆକୁ ନେଇ ମନରେ ଢେର୍ ଆଶା ବି ବାନ୍ଧିଥିଲେ । ହେଲେ ହଠାତ୍ ସବୁକିଛି ଓଲଟ ପାଲଟ ହୋଇଗଲା । କାରରେ ଫେରୁଥିବା ବେଳେ କାର ଯାଇ ସିଧା ପୋଖରି ଭିତରେ ପଶିଗଲା । କୌଣସି ମତେ ସ୍ୱାମୀ ପହଁରି ପହଁରି କୂଳକୁ ପଳାଇ ଆସିଲେ ।…

ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ଛାତ୍ରୀ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ସ୍ଥିତ ନୂଆପଡା ନିକଟରେ ବୁଧବାର ଦିନ ଏକ ସ୍କୁଲ୍ ଭ୍ୟାନ୍ ରାସ୍ତାକଡରେ ଥିବା ପୋଖରୀକୁ ପଶିଯିବା ଫଳରେ ଜଣେ ଛାତ୍ରୀ ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଏକ ସ୍କୁଲ ଭ୍ୟାନ୍ ପ୍ରାୟ ୨୪ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ନୂଆପଡା ସ୍ଥିତ…

ନୂଆପଡା: ପୋଖରୀରେ ବୁଡି ୨ ଭଉଣୀଙ୍କ ସଲିଳ ସମାଧି

ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ଅନ୍ତର୍ଗତ ନୂଆପଡା ଗ୍ରାମରେ ଥିବା ପୋଖରୀରେ ବୁଡି ୨ ଭଉଣୀଙ୍କ ମୃତ୍ୟୁ ଘଟିଥିବାବେଳେ ପୋଲିସ ଗୁରୁବାର ଦିନ ତାଙ୍କ ମରଶରୀରକୁ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିଛି । ମୃତକଙ୍କ ନାମ ଶିତଲ ବାଘେଲ (୧୯), ତନିଶା (୧୩) ବୋଲି ଜଣାପଡିଛି । ଦୁହେଁ…