Latest Odisha News

BREAKING NEWS

Browsing Tag

Postmortem report

ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ସାମ୍ବାଦିକା ମଧୁଙ୍କ ଶରୀରରେ ଏକାଧିକ କ୍ଷତ

ଭୁବନେଶ୍ୱର: ଆସିଲା ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ମୃତ୍ୟୁବରଣ କରିଥିବା ମହିଳା ସାମ୍ବାଦିକା ମଧୁମିତା ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ। ତାଙ୍କ ଦେହରେ ଏକାଧିକ କ୍ଷତ ଥିବା ଜଣାପଡିଛି। ଟ୍ରେନ୍‌ ଧକ୍କାରେ କିଛି ଦୂର ଘୋଷାଡି ହେବା ପରେ ମଧ୍ଯ ସେ କିଛି ସମୟ ଜୀବିତ ଥିଲେ ଏବଂ ଆହତ…

ଶବ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ଲାଞ୍ଚ ନେଉଥିଲେ ମେଡିକାଲ୍ ଅଫିସର, ଧରିଲା ଭିଜିଲାନ୍ସ

ଯାଜପୁର: ପୋଷ୍ଟ ମର୍ଟମ ରିପୋର୍ଟ ପାଇଁ ଲାଞ୍ଚ । ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଦାନଗଦି ସିଏଚସିର ମେଡିକାଲ୍ ଅଫିସର ଓ ସିକ୍ୟୁରିଟି ଗାର୍ଡ । ଡକ୍ଟର ପବିତ୍ର କୁମାର ସେଠୀଙ୍କ ସହ ସିକ୍ୟୁରିଟି ଗାର୍ଡ ଅଭିରାମଙ୍କୁ ଭିଜିଲାନ୍ସ ହେପାଜତକୁ ନେଇ ତଦନ୍ତ କରୁଛି । ସୂଚନା ଅନୁସାରେ, ଗତ…

ସାମ୍ନାକୁ ଆସିଲା ଶ୍ରଦ୍ଧାଙ୍କ ଶବ ବ୍ୟବଚ୍ଛେଦ ବିଶ୍ଳେଷଣ ରିପୋର୍ଟ: ଆରିରେ ଶ୍ରଦ୍ଧାଙ୍କ ହାଡକୁ ଖଣ୍ଡ ଖଣ୍ଡ କରିଥିଲା…

ନୂଆଦିଲ୍ଲୀ: ଶ୍ରଦ୍ଧା ବାଲକର ହତ୍ୟାକାଣ୍ଡର ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଲା । ପ୍ରେମିକାକୁ ହତ୍ୟା ପରେ ତାହାର ହାଡକୁ ଆରିରେ ଟିକି ଟିକି କରି କାଟିଥିଲା ରାକ୍ଷସ ପ୍ରେମିକ । ପୋଷ୍ଟମର୍ଟମ ରିପୋର୍ଟରେ ହୋଇଛି ଏପରି ଖୁଲାସା । ଦିଲ୍ଲୀ ପୋଲିସ ଶ୍ରଦ୍ଧାଙ୍କର ୨୩ଟି ହାଡର ପୋଷ୍ଟମର୍ଟମ…

ସାମ୍ନାକୁ ଆସିଲା ଋଷ ନାଗରିକଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ବର: ଆସିଲା ଋଷ ନାଗରିକଙ୍କ ପୋଷ୍ଟମର୍ଟମ ରିପୋର୍ଟ । ମିଲ୍ୟାକୋଭ ସର୍ଜେଇଙ୍କର ହୃଦଘାତରୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଜଣାପଡିଛି । ହୃଦଘାତ ଯୋଗୁଁ ଯନ୍ତ୍ରଣାରେ ତଳେ ପଡିଯିବାରୁ ମୁଣ୍ଡରେ ଆଘାତ ଲାଗି ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଚିଫ୍ ଇଞ୍ଜିନିୟର ମିଲ୍ୟାକୋଭ…

ଆସିଲା ମୃତ ଧର୍ମେନ୍ଦ୍ର ସାହୁଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଜାଣନ୍ତୁ ମୃତ୍ୟୁର କାରଣ

ଭୁବନେଶ୍ୱର: କେମିତି ହୋଇଥିଲା ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ୧୧ ନମ୍ବର ଜୋନ୍ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ । ଏବେ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଯେଉଁଥିରେ ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା…

ପୋଲିସ ହାତରେ ପକ୍ସୋ କୋର୍ଟ ବିଚାରପତିଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ: ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀ ମୃତ୍ୟୁ ଘଟଣାର ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ସୁବାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ମର୍କତନଗର ପୋଲିସର ହସ୍ତଗତ ହୋଇଛି । ରଶି ଲଗାଇ ଝୁଲି ପଡ଼ିବାରୁ ସୁବାସଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି । ରଶି…

ଆସିଲା ଶ୍ୱେତା କୁମାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ୱର: ଇଞ୍ଜିନିୟର ଶ୍ୱେତା କୁମାରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ଯେଉଁଥିରେ ଶ୍ୱାସରୁଦ୍ଧ ଯୋଗୁଁ ଶ୍ୱେତାଙ୍କ ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଛି । ବେକକୁ ଛାଡ଼ି ଦେଲେ ଶ୍ୱେତାଙ୍କ ଶରୀରର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ ନାହିଁ । ଅନ୍ୟପଟେ ପୋଲିସ ଶ୍ୱେତାଙ୍କ ବୟ…

ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ହାଥରସ ପୀଡିତାଙ୍କୁ ହୋଇନି ଗଣଦୁଷ୍କର୍ମ?

ଲକ୍ଷ୍ନୌ: ହାଥରସ ଗଣଦୁଷ୍କର୍ମ ମାମଲାରେ ଆସିଛି ୟୁ-ଟର୍ଣ୍ଣ । ସାମ୍ନାକୁ ଆସିଛି ପୀଡିତାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଏହି ବ୍ୟବଚ୍ଛେଦ ରିପୋର୍ଟରେ କିନ୍ତୁ ଚକିତ କଲା ଭଳି ତଥ୍ୟ ସାମ୍ନାକୁ ଆସିଛି । ରିପୋର୍ଟରେ ଯୁବତୀଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ନେଇ କୌଣସି ସୂଚନା ଦିଆଯାଇ ନାହିଁ ।…