Latest Odisha News

BREAKING NEWS

Browsing Tag

postponed

ଘୁଞ୍ଚିଲା ପଞ୍ଜାବ ନିର୍ବାଚନ

ନୂଆଦିଲ୍ଲୀ: ପଞ୍ଜାବ ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବାକୁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଏହି ମତଦାନ ୧୪ ଫେବୃଆରୀରେ ହେବ ବୋଲି କୁହାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହା ୨୦ ଫେବୃଆରୀରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏହାପୂର୍ବରୁ ପଞ୍ଜାବର ସମସ୍ତ ୧୧୭…

ପୁଣି ଘୁଞ୍ଚିଲା ଗ୍ରାମୀ ଆୱାର୍ଡ ୨୦୨୨

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବଢିଚାଲିଛି କରୋନା। ଓମିକ୍ରନ୍ ଭାରିଆଣ୍ଟର ବିପଦକୁ ଦୃଷ୍ଟିରେ ରଖି ଗ୍ରାମୀ ଆୱାର୍ଡ ୨୦୨୨ କୁ ସ୍ଥଗିତ ରଖାଯାଇଛି। ପୁରସ୍କାର ସମାରୋହ ୩୧ ଜାନୁୟାରୀ ୨୦୨୨ରେ ଲସ୍ ଆଞ୍ଜେଲ୍ସର କ୍ରିପ୍ଟୋ କମ ଆରେନାରେ ଅନୁଷ୍ଠିତ ହେବାର ଥିଲା। ଯାହା ବର୍ତ୍ତମାନ…

ଘୁଞ୍ଚିଲା ମିସ୍ ୱାର୍ଲ୍ଡ ୨୦୨୧ ଫାଇନାଲ୍; ୧୭ ଜଣ କରୋନା ପଜିଟିଭ

ନୂଆଦିଲ୍ଲୀ: ଘୁଞ୍ଚିଲା ମିସ୍ ୱାର୍ଲ୍ଡ ୨୦୨୧ର ଫାଇନାଲ୍ ରାଉଣ୍ଡ। ମିସ୍ ୱାର୍ଲ୍ଡ ୨୦୨୧କୁ ସାମୟିକ ଭାବରେ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୬ ରେ ପୁଏର୍ଟୋ ରିକୋରେ ଫାଇନାଲ୍ ଅନୁଷ୍ଠିତ ହେବାର ଥିଲା। ପ୍ରକାଶ ଥାଉକି, “ପ୍ରତିଯୋଗୀ, କର୍ମଚାରୀ, କ୍ରୁ ଏବଂ ସାଧାରଣ ଜନତାଙ୍କ ସ୍ୱାସ୍ଥ୍ୟ ଓ…

ଘୁଞ୍ଚିଲା ଫିଲ୍ମ ଆର୍‌ଆର୍‌ଆର୍‌ର ରିଲିଜ ଡେଟ୍‌

ମୁମ୍ବାଇ: ଘୁଞ୍ଚିଲା ଫିଲ୍ମ ଆର୍‌ଆର୍‌ଆର୍‌ର ରିଲିଜ ଡେଟ୍‌। ରାମ ଚରଣ ଏବଂ ଜେଆର୍‌ ଏନ୍‌ଟିଆର୍‌ ଅଭିନୀତ ଫିଲ୍ମ ଆରଆରଆର ଏହାର ନିର୍ଦ୍ଧାରିତ ତାରିଖରେ ରିଲିଜ୍ ହେବ ନାହିଁ। ଏନେଇ ନିର୍ମାତାମାନେ ଆଜି ନିଶ୍ଚିତ କରିଛନ୍ତି।ଫିଲ୍ମ ଅକ୍ଟୋବର ୧୩ ରେ ରିଲିଜ୍ ହେବ ନାହିଁ। କୋଭିଡ୍-୧୯ କାରଣରୁ…

ବନ୍ଦ ହେଲା ସଲମାନଙ୍କ ବିଗବସ୍‌-୧୪ର ସୁଟିଂ !

ମୁମ୍ବାଇ: ଅଧାରେ ଅଟକିଲା ରିୟଲିଟି ସୋ' ବିଗ୍‌ବସ୍‌-୧୪ । ବନ୍ଦ ହେଲା ସଲମାନଙ୍କ ହୋଷ୍ଟିଂ । ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ହେବନି ବିବାଦୀୟ ସୋ'ର ସୁଟିଂ । ସୁଶାନ୍ତଙ୍କ ମୃତ୍ୟୁ ସହ ଜଡିତ ରହିଛି ଏହି ଘଟଣା ନା କାରଣ ରହିଛି କିଛି ଅଲଗା ? ଛୋଟ ପରଦାର ସବୁଠୁ ପପୁଲାର ରିୟଲିଟି ସୋ'…

କରୋନା ପାଇଁ ବିବାହ ଘୁଂଚାଇଲେ କନେଷ୍ଟବଳ !

ବାରିପଦା: କରୋନା ଲଢେଇରେ ନିୟୋଜିତ ଥିବା ଜଣେ ଟ୍ରାଫିକ୍ କନେଷ୍ଟବଳ ନିଜ ବିବାହକୁ ଘୁଂଚାଇଦେଇଛନ୍ତି । ଏଭଳି ଏକ ଘଟଣା ମୟୁରଭଂଜ ଜିଲ୍ଲା ସଦର ମହକୁମା ବାରିପଦାରେ ସାମ୍ନାକୁ ଆସିଥିଲାବେଳେ ସାରା ଓଡିଶାରେ ଚର୍ଚ୍ଚାର ବିଷୟ ପାଲଟିଛି । ବାରିପଦା ଟାଉନରେ କାର୍ଯ୍ୟରତ ଟ୍ରାଫିକ୍ କନେଷ୍ଟବଳ…

କୋଭିଡ୍‌-୧୯; ଆଶଙ୍କାରେ ‘ମିଶନ ଗଗନୟାନ୍‌’, ଋଷିଆରେ ଅଟକିଲା ଭାରତୀୟ ଅନ୍ତରୀକ୍ଷ ଯାତ୍ରୀଙ୍କ ତାଲିମ୍ !

ନୂଆଦିଲ୍ଲୀ: କରୋନାଭାଇରସ୍ ପାଇଁ ଘୁଂଚିପାରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଙ୍ଗଠନ(ISRO)ର ମିଶନ୍ ଗଗନ୍‌ୟାନ୍ । ଲକ୍‌-ଡାଉନ୍ ପାଇଁ ଋଷିଆରେ ଅଟକିଲା ଭାରତୀୟ ଅନ୍ତରୀକ୍ଷ ଯାତ୍ରୀଙ୍କ ତାଲିମ୍ । Indian astronauts' training on hold in Russia due to COVID-19 lockdown…

କରୋନା ମହାପ୍ରଭାବ; ଫିଫା (U-17) ମହିଳା ଫୁଟବଲ୍ ବିଶ୍ୱକପ୍ ସ୍ଥଗିତ !

ଭୁବନେଶ୍ୱର: ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଅନୁଷ୍ଠିତ ହେବନି ଅଣ୍ଡର-୧୭ ଫିଫା ମହିଳା ବିଶ୍ୱକପ ପ୍ରତିଯୋଗୀତା । ଶନିବାର ଦିନ ଫିଫାର ବିଶ୍ୱ ପରିଚାଳନା କମିଟି ଏହି ପ୍ରତିଯୋଗୀତାକୁ ସ୍ଥଗିତ ରଖିବାକୁ ନିଷ୍ପତି ନେଇଛନ୍ତି । Dedicated COVID-19 working group proposes…