Latest Odisha News

BREAKING NEWS

Browsing Tag

power supply

ମୌସୁମୀ ଋତୁ ପାଇଁ ଟିପିଏସ୍‌ଓଡିଏଲ୍‌ର ବ୍ୟାପକ ପଦକ୍ଷେପ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ୍ ବଣ୍ଟନ ପାଇଁ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଟିପି ସାଉଥ୍ ଓଡିଶା ବିତରଣ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ଆସନ୍ତା ମୌସୁମୀ ସମୟରେ ବିଜୁଳି ଯୋଗାଣ ପାଇଁ ଅନେକ ପଦକ୍ଷେପ ନେଇଛି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଅଧିକ…

ରଥଯାତ୍ରାରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା, ୫୦୦ କର୍ମଚାରୀଙ୍କୁ ମୁତୟନ କଲା ଟିପିସିଓଡିଏଲ୍

ପୁରୀ: ରଥଯାତ୍ରାରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ସହ ସୁରକ୍ଷା ପ୍ରତି ଧ୍ୟାନ ଦେଇଛି ଟିପିସିଓଡିଏଲ୍ । ସମସ୍ତ ୩୩ କେଭି ଲାଇନର ରକ୍ଷଣାବେକ୍ଷଣ କରାଯିବା ସହ ବଡ଼ଦାଣ୍ଡ, ସମୁଦ୍ର କୂଳ ରାସ୍ତା, ଭିଆଇପି ରୋଡ୍ ଆଦି ସ୍ଥାନ ମାନଙ୍କରେ ଅନବରତ ବିଦ୍ୟୁତ୍ ଯୋଗାଣ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି…

କାଳବୈଶାଖୀ ପରେ ତତକ୍ଷଣାତ୍ ବିଦ୍ୟୁତ୍ ସରବରାହ ପାଇଁ ଏସ୍ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଲାଗି ରହିଥିବା ବେଳେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କଟି ଯାଉଛି । ଗ୍ରାହକ ଫୋନ୍ କଲେ ଉତ୍ତର ଆସୁଛି… ଗଛ ପଡ଼ି ମେନ୍ ଲାଇନ୍ କଟି ଯାଇଛି । ୩ ଘଣ୍ଟା ଲାଗିବ । ଏଭଳି ସ୍ଥିତି ପ୍ରାୟ ସବୁ ସ୍ଥାନରେ ଉପୁଜିଥିବା ବେଳେ ଅସହ୍ୟ ଗ୍ରୀଷ୍ମ ପ୍ରବାହ…

ଏନଟିପିସିକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ; ଆବଶ୍ୟକତା ଅନୁଯାୟୀ ଦିଲ୍ଲୀକୁ ବିଦ୍ୟୁତ ଯୋଗାଣ କରାଯାଉ

ନୂଆଦିଲ୍ଲୀ: ଉପଲବ୍ଧତା ଅନୁଯାୟୀ ସମ୍ପୃକ୍ତ PPA ଅଧୀନରେ ଦିଲ୍ଲୀ DISCOM ଯୋଗାଣ ପାଇଁ କେନ୍ଦ୍ର ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ NTPC ଏବଂ DVC କୁ ନିର୍ଦ୍ଦେଶ ଜାରି କରିଛି। ଗତ ୧୦ ଦିନ ମଧ୍ୟରେ ଦିଲ୍ଲୀ ଡିସକମ୍ ମାନଙ୍କୁ ଦିଆଯାଇଥିବା ଘୋଷିତ କ୍ଷମତାକୁ ଦୃଷ୍ଟିରେ ରଖି ଦିଲ୍ଲୀକୁ ବିଦ୍ୟୁତ୍…