ଚୋରି ପାଇଁ ଆସିଥିଲା, କବାଟ ମଝିରେ ଫସି ଜୀବନ ହାରିଲା
ବାରାଣାସୀ: ଚୋରି କରିବା ପାଇଁ ଆସିଥିଲା ଚୋର କିନ୍ତୁ କବାଟ ମଝିରେ ଫସିଲା । ନା ଭିତରକୁ ଆସି ପାରିଲା ନା ବାହାରକୁ ଯାଇପାରିଲା । କବାଟର ଗୋଟିଏ ପଟେ ମୁଣ୍ଡ ରହିଥିବା ବେଳେ ଅନ୍ୟ ପଟେ ରହିଗଲା ଶରୀରର ଅବଶିଷ୍ଟାଂଶ । । ବାହାରିବାକୁ ଯେତେ ଚେଷ୍ଟାକଲା ବାହାରି ପାରିଲା ନାହିଁ, ଶେଷରେ…