କରୋନାରେ ମୃତ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ ମିଳିଲା ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି
ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଥିବା ହୋଇଥିବା ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ ରାଜ୍ୟ ସରକାର ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବୀରଙ୍କ ପରିବାର ପାଇଁ…