Latest Odisha News

BREAKING NEWS

Browsing Tag

Pradeep Maharathy Passes Away

ସ୍ୱର୍ଗଦ୍ୱାରରେ ଜଳିଲା ମହାରଥୀଙ୍କ ଜୁଇ

ପୁରୀ: ପଂଚଭୂତରେ ଲୀନ ହେଲେ ମହାରଥୀ । ପୁରୀ ସ୍ୱର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଛନ୍ତି । ପାର୍ଥିବ ଶରୀର ଜଳିଯାଇଛି । ଆଉ, ବିଧାୟକ, ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମସ୍ତଙ୍କ ଠାରୁ ଶେଷ ବିଦାୟ ନେଇଛନ୍ତି ।…

ଝୁରୁଛି ବିଧାନସଭା: ‘ମରିନାହିଁ ମହାରଥୀ, ସରିନାହିଁ ରାଜନୀତି’

ଭୁବନେଶ୍ୱର: ମହାରଥୀଙ୍କୁ ଝୁରୁଛି ବିଧାନସଭା । ଗୃହରେ ସ୍ମୃତି ଚାରଣ ସମୟରେ ତାଙ୍କ ବିୟୋଗରେ ଭାବୁକ ହୋଇପଡିଥିଲେ ସମସ୍ତ ବିଧାୟକ। ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରି ଦୁଃଖିତ ଓ ମର୍ମାହତ ବୋଲି ବିବୃତି ରଖିଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେହିପରି…

ମହାରଥୀଙ୍କ ପାଇଁ ବିଧାନସଭାରେ ଶୋକପ୍ରସ୍ତାବ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଆଗତ ହେଲା ଶୋକପ୍ରସ୍ତାବ । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକପ୍ରସ୍ତାବ ଆଣିଛନ୍ତି । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି । ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ…

ଲୋକଙ୍କ ନେତା ଥିଲେ ମହାରଥୀ: ନବୀନ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ପ୍ରଦୀପ ମହାରାଥୀ ଆଉ ନାହାନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟୁଇଟ୍ କରି କହିଛନ୍ତି, ପ୍ରକୃତରେ ସାଧାରଣ ଲୋକଙ୍କ ନେତା ଥିଲେ ମହାରଥୀ । ବିଜେଡିର ଜଣେ ଟାଣୁଆ ନେତାଙ୍କୁ ଆଜି ଦଳ ହରାଇଛି । ପ୍ରଦୀପ…

ମହାରଥୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ପିପିଲି ବିଧାୟକ ପ୍ରଦୀପ ମହାରଥୀ ଆଉ ନାହାନ୍ତି। ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଯାଇଛି। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୫ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ତାଙ୍କ ବିୟୋଗରେ…

ବିଧାନସଭାରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ବିଧାନସଭା ପରିସରରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର । ସେଠାରେ ତାଙ୍କୁ ସମସ୍ତ ବିଧାୟକ ଓ ମନ୍ତ୍ରୀମାନେ ଶେଷ ଦର୍ଶନ କରିଛନ୍ତି । ବାଚସ୍ପତିଙ୍କ ସମେତ ସମସ୍ତ ବିଧାୟକ ଓ ମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାପରେ ତାଙ୍କ ମରଶରୀର ଦଳୀୟ କାର୍ଯ୍ୟାଳୟରେ ପହଂଚିଛି ।…

ପରଲୋକରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ । ୬୬ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ।…