Latest Odisha News

BREAKING NEWS

Browsing Tag

Pradeep Panigrahi

ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ । କ୍ରାଇମବ୍ରାଞ୍ଚ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି । ସାଇବର ଥାନାରେ ଜେରା ପରେ ତାଙ୍କୁ ଗିରଫ କରାଯାଇଛି । ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧ ଓ ୧୨୦ (ବି) ଭଳି ସଙ୍ଗୀନ ଦଫା ଲାଗିଛି ।…

ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ, ଜେରା କରୁଛି କ୍ରାଇମବ୍ରାଞ୍ଚ ସାଇବର ସେଲ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ତାଙ୍କ ଭୁବନେଶ୍ବର ବାସଭବନରୁ ଉଠାଇ ନେଇଛି କ୍ରାଇମବ୍ରାଞ୍ଚ । ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ବିଟ୍ କରି କ୍ରାଇମବ୍ରାଞ୍ଚ ସୂଚନା ଦେଇଛି । ପ୍ରଦୀପଙ୍କୁ ପଚରାଉଚରା କରାଯାଉଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦୀପଙ୍କ ପ୍ରଶ୍ନ- ସେତେବେଳେ ଚୁପ୍ ଥିଲେ କାହିଁକି ?

ଭୁବନେଶ୍ୱର: ଲକଡାଉନ ସମୟରେ ଚାଟାର୍ଡ ଫ୍ଲାଇଟରେ ବୁଲିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକଙ୍କୁ ପ୍ରଶ୍ନ କରିଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଯଦି କୋଭିଡ ସମୟରେ ସେ ଚାଟାର୍ଡ ଫ୍ଲାଇଟରେ ବୁଲିଥିଲେ ତେବେ ସରକାର ସେତେବେଳେ ଚୁପ୍ ରହିଥିଲେ କାହିଁକି ? ସେ ଡିଜିସିଏ ଓ ଏୟାରପୋର୍ଟ…

ବିଧାନସଭାରେ ଉଠିଲା ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗ

ଭୁବନେଶ୍ୱର: ଜନ ବିରୋଧୀ କାର୍ଯ୍ୟ ଯୋଗୁ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯିବା ପରେ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇଛି କଂଗ୍ରେସ । ଦଳର ବିଧାୟକ ଅଭିଯୋଗ କରିଛନ୍ତି, ଶାସକ ବିଜେଡି ଦଳର ବହୁତ…