Latest Odisha News

BREAKING NEWS

Browsing Tag

Pradeep purohit

ପ୍ରଦୀପ ପୁରୋହିତଙ୍କ ଆକ୍ରମଣ ଅଭିଯୋଗ ପରେ ବିଜେପୁର କଥା ମନେ ପକାଇଲା ବିଜେଡି

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନରେ କିଏ ସୃଷ୍ଟି କରୁଛି ହିଂସା ? ନିରପେକ୍ଷ, ଅବାଧ ଓ ଭୟମୁକ୍ତ ନିର୍ବାଚନରେ କିଏ ସୃଷ୍ଟି କରୁଛି ଅନ୍ତରାୟ ? ବିଜେପି-ବିଜେଡି ପରସ୍ପର ଉପରେ ଦୋଷ ଲଦାଲଦି ହୋଇଛନ୍ତି । ମଙ୍ଗଳବାର ନିର୍ବାଚନ ପ୍ରଚାର ବେଳେ ଆକ୍ରମଣ ହୋଇଥିବା ବୁଧବାର ପ୍ରେସମିଟ୍ କରି ଅଭିଯୋଗ…

ବିଜେଡି କର୍ମୀଙ୍କ ନାଁରେ ମାଡ଼ ଅଭିଯୋଗ ଆଣିଲେ ପଦ୍ମପୁର ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ

ପଦ୍ମପୁର : ପଦ୍ମପୁର ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଥିବା ବେଳେ ବିଜେଡି ନାଁରେ ଗୁରୁତର ଅଭିଯୋଗ ଆଣିଛନ୍ତି ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ।  ଏନେଇ ପଦ୍ମପୁରରେ ପ୍ରେସମିଟ କରିଛନ୍ତି ପ୍ରଦୀପ । ଏନେଇ ସୂଚନା ଦେବା ବେଳେ କାନ୍ଦି ପକାଇଥିଲେ ପ୍ରଦୀପ ପୁରୋହିତ । ବିଜେପି…

ପଦ୍ମପୁର ଉପନିର୍ବାଚନରେ ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । ଏନେଇ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି । ପ୍ରଦୀପ ପୁରୋହିତ ପଦ୍ମପୁର ଉପନିର୍ବାଚନରେ ବିଜେପି ପକ୍ଷରୁ ନାମାଙ୍କନ ଭରିବେ ବୋଲି କହିଛନ୍ତି କୁସୁମ ଟେଟେ । ୧୪ ତାରିଖରେ ବିଜେପି ପ୍ରାର୍ଥୀ…

ଚାଷୀଙ୍କୁ ବୀମା ରାଶି ପ୍ରଦାନରେ ହସ୍ତକ୍ଷେପ କରନ୍ତୁ ରାଜ୍ୟ ସରକାର: ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ପଦ୍ମପୁରର ପୂର୍ବତନ ବିଧାୟକ  ପ୍ରଦୀପ ପୁରୋହିତ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ କୃଷକ ଭବନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ଶ୍ରୀ ସଞ୍ଜିବ ଚୋପ୍ରାଙ୍କୁ ଭେଟି ବରଗଡ ଜିଲ୍ଲା ପଦ୍ମପୁର ସବଡିଭିଜନ ଗତ ୨୦୨୧…

ଚାଷୀମାନଙ୍କୁ ଲୁଟୁଥିବା ମିଲର୍ସ ଓ ଦଲାଲ୍‌ଙ୍କ ମଧ୍ୟସ୍ଥି ଭୁମିକାରୁ ନିବୃତ ରୁହନ୍ତୁ ରାଜ୍ୟ ସରକାର : ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ମୋଦି ସରକାରଙ୍କ ଏମଏସପି ବୃଦ୍ଧିକୁ ନେଇ ରାଜ୍ୟ ବିଜେପି ପକ୍ଷରୁ ପ୍ରଶଂସା କରାଯାଇଛି । ଖରିଫ ଫସଲର ଏମଏସପି ବୃଦ୍ଧି ଫଳରେ ଚାଷୀମାନଙ୍କ ଆୟ ବୃଦ୍ଧି  ହେବାରେ ସହାୟକ ହୋଇପାରିବ ।  ଓଡ଼ିଶାରେ ଧାନ ଚାଷ ଅଧିକ ପରିମାଣରେ ହେଉଥିବାରୁ ଓଡ଼ିଶାର ଚାଷୀମାନଙ୍କୁ ଅଧିକ ଉପକୃତ ହେବେ ।…