Latest Odisha News

BREAKING NEWS

Browsing Tag

Pradipta Naik

ହସ୍ପିଟାଲରୁ ବିଧାନସଭା ଅଧିବେଶନରେ ଯୋଡ଼ି ହେଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ହସ୍ପିଟାଲରୁ ବିଧାନସଭା ଅଦିବେଶନରେ ଯୋଡ଼ି ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ଭିଡିଓ କନଫରେନ୍ସିଂ ଜରିଆରେ ସେ ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟରେ ସାମିଲ ହୋଇଛନ୍ତି । ଏହାପରେ ଟ୍ୱିଟ୍ କରି ଜଣାଇଛନ୍ତି ପ୍ରଦୀପ୍ତ ନାଏକ । ସେ ଲେଖିଛନ୍ତି, ସମ୍ପୂର୍ଣ୍ଣ ଭାବରେ ସୁସ୍ଥ…

ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ଓ ଉପନେତା

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ବିରୋଧୀ ଦଳ ନେତା ଓ ଉପନେତା ସୁସ୍ଥ ହେଉଛନ୍ତି । ଦୁହେଁ କରୋନା ସଂକ୍ରମିତ ହେବା ପରେ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି । ୫୦ ଦିନ ହେବ ତାଙ୍କୁ ଭେଣ୍ଟିଲେଟର ବାହାରେ…

ସୁସ୍ଥ ହେଉଛନ୍ତି ପ୍ରଦୀପ୍ତ ନାଏକ, କଥା କହିବା ଆରମ୍ଭ କଲେଣି

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଛି । ଏବେ ସେ ଧୀରେ ଧୀରେ କଥା କହିବା ଆରମ୍ଭ କଲେଣି । ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସର ସୁପରିଟେଣ୍ଡେଣ୍ଟ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି । କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ୱର ଏମ୍ସରେ…

ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କ ବିୟୋଗ, ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ପୂର୍ବତନ ଗୁଣୁପୁର ବିଧାୟକ ରାମମୂର୍ତ୍ତି ମୁଟ୍ଟିକାଙ୍କ ଦେହାନ୍ତ ହୋଇଯାଇଛି ।  ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ । ଆନ୍ଧ୍ରପ୍ରଦେଶର ଏକ ଘରୋଇ ମେଡିକାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାମମୂର୍ତ୍ତି ମୁଟ୍ଟିକା ଗୁଣୁପୁର ବିଧାନସଭା ଆସନରୁ ବିଜେଡିର ବିଧାୟକ…

କାଳିଆ ଟଙ୍କା ନଫେରାଇବାକୁ ବିଜେପିର ପରାମର୍ଶ

ଭୁବନେଶ୍ୱର: କାଳିଆ ଟଙ୍କା ନେଇ ରାଜ୍ୟ ସରକାରଙ୍କୁ ପୁଣି ଟାର୍ଗେଟ କରିଛି ବିଜେପି । ଅଯୋଗ୍ୟ ଦର୍ଶାଇ କାଳିଆ ଟଙ୍କା ଫେରସ୍ତ କରିବାକୁ ନେଇ ରାଜ୍ୟ ସରକାରଙ୍କ ଚିଠି ପ୍ରସଙ୍ଗରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସରକାରଙ୍କୁ ଘେରିଛନ୍ତି । ସେ ଚାଷୀମାନଙ୍କୁ କାଳିଆ ଟଙ୍କା ନଫେରାଇବାକୁ…

ରାଜ୍ୟରେ କରୋନା ମହାମାରୀରେ ଅର୍ଥ ସଙ୍କଟ

ଭୁୁବନେଶ୍ୱର: କରୋନା ମହାମାରୀ ଭିତରେ ରାଜ୍ୟ ଆର୍ଥିକ ସଙ୍କଟ ଦେଇ ଗତି କରୁଛି । ତେଣୁ ସରକାରଙ୍କ ପାଖରେ ଋଣ କରିବା ଛଡା ଆଉ କିଛି ଉପାୟ ନାହିଁ ବୋଲି କହିଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା । ସେ କହିଛନ୍ତି, ଯେହେତୁ ରାଜ୍ୟ ବର୍ତ୍ତମାନ କରୋନା ମହାମାରୀକୁ ସାମ୍ନା କରୁଛି,…

ରାଜ୍ୟର ୧୦ଟି ଜିଲ୍ଲାରେ କମ୍ ବର୍ଷା, ମରୁଡି ଆଶଙ୍କା

ଭୁୁବନେଶ୍ୱର: ରାଜ୍ୟରେ ଏଥର ମୌସୁମୀ ସଅଳ ଆସିଲା । ହେଲେ ଉଭାନ ହୋଇଯାଇଛି ବର୍ଷା । ଜୁନ୍ ଆରମ୍ଭରୁ ଜୁଲାଇ ୨୧ ତାରିଖ ଯାଏ ରାଜ୍ୟର ୧୦ଟି ଜିଲ୍ଲାରେ କମ୍ ବର୍ଷା ହୋଇଛି । ଫଳରେ ୧୧ଟି ଜିଲ୍ଲାରେ ମରୁଡି ଆଶଙ୍କା ଉପୁଜିଛି । ରାଜ୍ୟରେ ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଚାଷୀ ମୁଣ୍ଡରେ ଚଡକ ପଡିଛି ।…

କରୋନା ପରିଚାଳନାରେ ପଶ୍ଚିମ ଓଡିଶାକୁ ଅଣଦେଖା ଅଭିଯୋଗ

ଭୁବନେଶ୍ୱର: କରୋନା ପରିଚାଳନା କ୍ଷେତ୍ରରେ ପଶ୍ଚିମ ଓଡିଶାକୁ ଅଣଦେଖା କରାଯାଉଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେ କହିଛନ୍ତି, ପଶ୍ଚିମ ଓଡିଶାରେ ସ୍ଥିତି ସାଂଘାତିକ ହେଲାଣି । ଆଗ ଅପେକ୍ଷା ବର୍ତ୍ତମାନ ବହୁ ସଂଖ୍ୟାରେ ସଂକ୍ରମିତ ଏହି ଜିଲ୍ଲାରୁ ଆସୁଛି। ହେଲେ…

ଓଡିଶା ବିଧାନସଭାରେ ବାଧ୍ୟତାମୂଳକ ହେଉ ଓଡିଆ ଭାଷା: ରାଜ୍ୟ ବିଜେପି

ଭୁବନେଶ୍ୱର: ରାଜ୍ୟ ବିଧାନସଭାରେ ଓଡିଆ ଭାଷାକୁ ବାଧ୍ୟତାମୂଳକ କରିବା ଲାଗି ଓଡିଶା ସରକାରଙ୍କୁ ଅନୁରୋଧ କରିଛି ବିଜେପି । ଏନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖି ଅନୁରୋଧ କରିଛନ୍ତି । ବିଧାନସଭାରେ କୌଣସି ପ୍ରକାର ଓଡିଆ ଭାଷାର…

ଓଡିଶା ଖଦି ବୋର୍ଡ ଦୁର୍ନୀତିକୁ ନେଇ ଗୃହରେ ହଙ୍ଗାମା, ତଦନ୍ତ ଦାବି କଲା ବିଜେପି

ଭୁବନେଶ୍ୱର: ଖଦି ଓ ଗ୍ରାମୋଦ୍ୟଗ ବୋର୍ଡ (ଓକେଜିବି)ରେ ବ୍ୟାପକ ଅନୀୟମିତାକୁ ନେଇ ଓଡିଶା ବିଧାନସଭାରେ ବିରୋଧି ବିଜେପି ତୁମ୍ବିତୋଫାନ କରିଛି । ଏହି ଦୁର୍ନୀତିକୁ ନେଇ ବିଜେପି ତଦନ୍ତ ଦାବି କରିଛି । ଗୃହର ଶୂନ୍ୟକାଳ ସମୟରେ ଏହି ପ୍ରସଙ୍ଗକୁ ଉଠାଇବା ସହ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ…