Latest Odisha News

BREAKING NEWS

Browsing Tag

prakash javdekar

ପରିସଂଖ୍ୟାନ ମାୟାଜାଲରେ ଶିକ୍ଷାବ୍ୟବସ୍ଥା

କରୋନା ମହାମାରୀ ଯୋଗୁଁ ସବୁ ବର୍ଗର ଲୋକମାନେ ବିପର୍ଯ୍ୟସ୍ତ ହୋଇପଡ଼ିଛନ୍ତି । ଏପରିକି ଦେଶର ଭବିଷ୍ୟତ କୁହାଯାଉଥିବା ଛାତ୍ରଛାତ୍ରୀମାନେ ନିଜର ପାଠପଢ଼ା ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । କିନ୍ତୁ କରୋନା ସମୟରେ କୌଣସି ବିଦ୍ୟାର୍ଥୀ ଅନଲାଇନ ଶିକ୍ଷାଦାନରୁ ବଞ୍ଚିତ ହୋଇନାହାନ୍ତି ବୋଲି…

ଅର୍ଣ୍ଣବଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ, କଡା ନିନ୍ଦା କଲେ କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ: ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଆଜି ସକାଳୁ ଉଠାଇ ନେଇଛି ମୁମ୍ବାଇ ପୋଲିସ । ବିନା ନୋଟିସରେ ପୋଲିସର ୧୦ରୁ ଅଧିକ ଅଧିକାରୀ ତାଙ୍କ ଘରେ ପଶି ଜୋର ଜବରଦସ୍ତ ତାଙ୍କୁ ଉଠାଇ ନେଇଥିବା ଜଣାପଡିଛି । ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କୁ ଗିରଫ କରାଯାଇଥିବା…

କେନ୍ଦ୍ରର କଡା ନିର୍ଦ୍ଦେଶ: ଝୋଟ ବ୍ୟାଗରେ ଖାଦ୍ୟଶସ୍ୟ ପ୍ୟାକିଂ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଏଣିକି କେବଳ ଝୋଟରେ ତିଆରି ବ୍ୟାଗରେ ହିଁ ପ୍ୟାକିଂ ହେବ ଖାଦ୍ୟଶସ୍ୟ । ଏନେଇ କଡା ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ଆଜି ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଖାଦ୍ୟଶସ୍ୟ ପ୍ୟାକିଂ ପାଇଁ ଝୋଟ ତିଆରି ବ୍ୟାଗ ବ୍ୟବହାର କରିବା ବାଧ୍ୟତାମୁଳକ କରାଯାଇଛି ।…

କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦଶହରା ଭେଟି

ନୂଆଦିଲ୍ଲୀ: ପୂଜା ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କୁ ଦଶହରା ଭେଟି । ମୋଦୀ ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣା କରିଛନ୍ତି । କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ୩୦ ଲକ୍ଷ କର୍ମଚାରୀଙ୍କୁ ମିଳିବ ପୂଜା ବୋନସ । କେନ୍ଦ୍ର କ୍ୟାବିନେଟରେ ଏନେଇ ନିସ୍ପତ୍ତି ହୋଇଛି । ଏହି…

ଏଣିକି ବ୍ୟାଙ୍କ ଓ କେନ୍ଦ୍ରୀୟ ଚାକିରି ପାଇଁ ଗୋଟିଏ ପରୀକ୍ଷା

ନୂଆଦିଲ୍ଳୀ: କେନ୍ଦ୍ର ସରକାର ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକରେ ପ୍ରକାଶ ପାଉଥିବା ନନ୍ ଗେଜେଟେଡ ପଦବୀ ପାଇଁ ଏଣିକି ଗୋଟିଏ ପ୍ରାବେଶିକା ପରୀକ୍ଷା ହେବ । ଏନେଇ ଆଜି କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି । କେନ୍ଦ୍ର ସରକାର ଜାତୀୟ ନିଯୁକ୍ତ ସଂସ୍ଥା…

ବଦଳିବ ଦେଶର ଶିକ୍ଷା ଢ଼ାଞ୍ଚା, ୨ ପ୍ରକାରର ହେବ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ୩୪ ବର୍ଷ ପରେ ବଦଳିଲା ଦେଶର ଶିକ୍ଷା ନୀତି । ନୂଆ ଶିକ୍ଷାନୀତିକୁ କ୍ୟାବିନେଟ ମଂଜୁରୀ ମିଳିଛି । ୧୦ଟି ଉଚ୍ଚଶିକ୍ଷା ବିଭାଗ ଓ ବିଦ୍ୟାଳୟ ର ୧୭ଟି ଶିକ୍ଷାନୀତି ପରିବର୍ତନ କରାଯାଇଛି । ଶିକ୍ଷାକ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ବହୁଳ ବ୍ୟବହାର କରାଯିବ । ଏନେଇ କେନ୍ଦ୍ର ସରକାରଙ୍କ…

ଗରିବ ଓ ଦିନ ମଜୁରିଆଙ୍କୁ ଘର ଯୋଗାଇବେ ସରକାର

ନୂଆଦିଲ୍ଲୀ: ସହରରେ ରହୁଥିବା ଗରିବ ଓ ପ୍ରବସୀଙ୍କ ପାଇଁ ମୋଦୀ ସରକାର ବଡ ଘୋଷଣା କରିଛନ୍ତି । ସୁଲଭ ମୂଲ୍ୟରେ ସହରରେ ରହୁଥିବା ଗରିବ ଦିନ ମଜୁରିଆ ଓ ପ୍ରବାସୀଙ୍କ ପାଇଁ ସରକାର ଘର ଯୋଗାଇ ଦେବେ । ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ୍‌ ଓ…

କୃଷକଙ୍କ ପାଇଁ ‘ଗୋଟିଏ ଦେଶ ଗୋଟିଏ ବଜାର’

ନୂଆଦିଲ୍ଲୀ: ଆଜି ପୁଣିଥରେ କେନ୍ଦ୍ର କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଦୁଇଟି ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି । ଏବେ କୃଷକ ନିଜ ଫସଲକୁ ସିଧା ବିକ୍ରି କରି ପାରିବେ । ଦେଶରେ କୃଷକଙ୍କ ପାଇଁ ଗୋଟିଏ ଦେଶ,ଗୋଟିଏ ବଜାର ବ୍ୟବସ୍ଥା ରହିବ । ଏହା ଦ୍ୱାରା କୃଷକ ଦେଶର ଯେକୌଣସି…

ଉଠା ଦୋକାନୀଙ୍କୁ ୧୦ ହଜାର ଟଙ୍କା ଋଣ, ୭% ସୁଧ ଛାଡ

ନୂଆଦିଲ୍ଲୀ: ଆଜି କେନ୍ଦ୍ର ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକ ବସିଥିଲା । ଏଥିରେ କେତକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଅଣୁ, କ୍ଷୁଦ୍ର, ଓ ମଧ୍ୟମ ଶିଳ୍ପ ସହ ରାସ୍ତାକଡ଼ରେ ବିକ୍ରି କରୁଥିବା ଦୋକାନୀ ଓ ଚାଷ ଉପରେ ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଦକର…

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ଚାଷୀଙ୍କ ୩ ଲକ୍ଷ ଋଣ ଉପରେ ୨% ସୁଧ ଛାଡ

ନୂଆଦିଲ୍ଲୀ: କୃଷକଙ୍କ ପାଇଁ ଖୁସି ଖବର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୮୬୮ ଟଙ୍କାକୁ ବୃଦ୍ଧି ହୋଇଛି । ଏନେଇ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର । କେନ୍ଦ୍ର କ୍ୟାବିନେଟର ଆଜି ଏକ…