Latest Odisha News
Browsing Tag

Prakruti mishra

ପ୍ରଯୋଜକ ସଞ୍ଜୟ ନାୟକଙ୍କ ବିରୋଧରେ ମୁମ୍ବାଇରେ ଏତଲା ଦେଲେ ପ୍ରକୃତି ମିଶ୍ର

ଭୁବନେଶ୍ୱର: କାଷ୍ଟିଂ କାଉଚକୁ ନେଇ ବିବାଦ ଘେରରେ ଫସିଥିବା ଓଡ଼ିଆ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ୍ ଟୁଟୁ ନାୟକଙ୍କ ଲାଗି ଅଡ଼ୁଆ ବଢ଼ିଛି । ମୁମ୍ବାଇରେ ଅଭିନେତ୍ରୀ ପ୍ରକୃତି ମିଶ୍ର, ସଞ୍ଜୟ ନାୟକଙ୍କ ବିରୋଧରେ ପୋଲିସରେ ଏତଲା ଦେଇଛନ୍ତି । ସୂଚନା ଅନୁସାରେ, ଅଭିନେତ୍ରୀ ପ୍ରକୃତି…

କ୍ଷୋଭ ପ୍ରକାଶ କଲେ ଅଭିନେତା ମନୋଜ ମିଶ୍ର, କହିଲେ ‘ତାକୁ ପରିବାର ସହ ଛାଡ଼ି ଦିଅନ୍ତୁ’

ଭୁବନେଶ୍ୱର: ରାସ୍ତାରେ ଷ୍ଟାର କଳିକୁ ନେଇ ରାଜ୍ୟ ବାହାରେ ଚର୍ଚ୍ଚା । କୌଣସି ଓଡ଼ିଆ ସିନେମାକୁ ନେଇ ସାଧାରଣତଃ ରାଜ୍ୟ ବାହାରେ ଆଲୋଚନା ହୁଏନି । ହେଲେ ବାବୁଶାନଙ୍କ ଘରୋଇ କଳିକୁ ନେଇ ରାସ୍ତାରେ ଟଣାଓଟରା ଭିଡିଓ ଭାଇରାଲ୍ ପରେ ଏବେ ସବୁଠି ଆଲୋଚନା ଚାଲିଛି । ଯେଉଁ ଲୋକ ଓଡ଼ିଆ ସିନେମାର…

ପ୍ରକୃତିଙ୍କ ସମର୍ଥନରେ ପ୍ରଶଂସକ, କହୁଛନ୍ତି ସାଙ୍ଗରେ ରହିବେ

ଭୁବନେଶ୍ୱର: ସୋସିଆଲ ମିଡିଆରେ ସମର୍ଥନ ଯୋଗାଡ଼ କରୁଛନ୍ତି ପ୍ରକୃତି ମିଶ୍ର । ବାବୁସାନ ସଂପର୍କୀୟ ଅଭିନେତ୍ରୀଙ୍କ ଉପରେ ପରୋକ୍ଷ ଦୋଷ ଲଦିବା ସହ ଏବଂ ସାଧାରଣ ଲୋକଙ୍କ କଟୁ ସମାଲୋଚନା କରିଛନ୍ତି । ଏହା ପରେ ପ୍ରକୃତିଙ୍କ କିଛି ବନ୍ଧୁ, ପ୍ରଶଂସକ ଓ ଶୁଭେଚ୍ଛୁ ସୋସିଆଲ…

ସୋସିଆଲ ମିଡିଆରେ ପ୍ରକୃତିଙ୍କୁ କଟୁ ସମାଲୋଚନା

ଭୁବନେଶ୍ୱର: ଅଭିନେତା ବାବୁଶାନ ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଆକ୍ରମଣ ଘଟଣାରେ ସୋସିଆଲ ମିଡିଆରେ ନେଟିଜେନଙ୍କ ଉଭୟ କୌତୁହଳ ଏବଂ କଟୁ ସମାଲୋଚନା ଦେଖିବାକୁ ମିଳିଛି । ପ୍ରାୟ ନେଟିଜେନ ପ୍ରକୃତିଙ୍କୁ ସମାଲୋଚନା କରୁଥିବା ଦେଖିବାକୁ ମିଳିଛି । ସେପଟେ ଏଭଳି…

[ଦେଖନ୍ତୁ ଭିଡିଓ] ପ୍ରେମରେ ପ୍ରକୃତି ଓ ବାବୁଶାନ ! ରାସ୍ତାରେ ଦେଖି ଉଭୟଙ୍କୁ ମାଡ଼ ମାରିଲେ ବାବୁଶାନଙ୍କ ପତ୍ନୀ

ଭୁବନେଶ୍ୱର: ପ୍ରକୃତିଙ୍କ ପାଇଁ ବାବୁଶାନଙ୍କ ପରିବାରରେ ଫାଟ ! ରାସ୍ତାରେ ଧରି ପ୍ରକୃତିଙ୍କୁ ଛେଚିଲେ ବାବୁଶାନଙ୍କ ପତ୍ନୀ ତୃପ୍ତି । କହିଲେ ପ୍ରକୃତିଙ୍କ ପାଇଁ ତାଙ୍କ ପରିବାର ଭାଙ୍ଗୁଛି । ରିଲରେ ଆପଣ ପ୍ରକୃତି ଓ ବାବୁଶାନଙ୍କ ପ୍ରେମ ଦେଖିଥିବେ । ଆଉ ରିଅଲରେ ସ୍ୱାମୀଙ୍କ ସହ ପ୍ରକୃତିଙ୍କୁ…

ଟାଇଗରଙ୍କ ସହ ପ୍ରକୃତି

ମୁମ୍ବାଇ: ବଲିଉଡ ଟାଇଗର, ବାଗୀ ତଥା ହିରୋପନ୍ତୀ ଟାଇଗର ଶ୍ରଫଙ୍କ ସହ ଓଡିଆ ଅଭିନେତ୍ରୀ ପ୍ରକୃତି ମିଶ୍ର । ସୋସିଆଲ ମିଡିଆରେ ଭାଇରାଲ ହେଉଛି ବାଗୀ ବୟଙ୍କ ସହ ପ୍ରକୃତିଙ୍କ ଫଟୋ । ତେବେ ପ୍ରକୃତି ମିଶ୍ର ଟାଇଗର ଶ୍ରଫଙ୍କ ସହ କୌଣସି ଫିଲ୍ମରେ ଅଭିନୟ କରୁନାହାଁନ୍ତି । ଏହି ଫୋଟ ପଛରେ ରହିଛି…

ସରିଲା ସୁଟିଂ, ଏକାଠି ନଜର ଆସିବେ ସ୍ୱୟମ-ପ୍ରକୃତି

ଭୁବନେଶ୍ୱର: ଖୁବଶୀଘ୍ର ଏକାଠି ନଜର ଆସିବେ ଓଲିଉଡ ଅଭିନେତ୍ରୀ ପ୍ରକୃତି ମିଶ୍ର ଓ ଗାୟକ ସ୍ୱୟମ୍ ପାଢ଼ୀ । ଏନେଇ ସେ ନିଜ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଉଭୟ ତାଙ୍କ ସୁଟିଂ ସେଟ୍‌ର ଫଟୋ ଏବଂ ଭିଡ଼ିଓକୁ ଇନ୍‌ଷ୍ଟାଗ୍ରାମରେ ଶେଆର କରିଛନ୍ତି । ଏକ କଭର୍‌ ଗୀତରେ ଏକାଠି ନଜର ଆସିବେ…