ପ୍ରଣବ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ସାମାନ୍ୟ ସୁଧାର
ନୂଆଦିଲ୍ଳୀ: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଏବେବି କୋମାରେ ଅଛନ୍ତି । ନୂଆଦିଲ୍ଳୀ ସ୍ଥିିତ ଆର୍ମି ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଛି । ବ୍ରେନ୍ ସର୍ଜରୀ ପରେ ଫୁସ୍ଫୁସ୍ରେ ସଂକ୍ରମଣ ହୋଇଥିବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।
ତେବେ ଶନିବାର ତାଙ୍କ…