Latest Odisha News
Browsing Tag

Prasanna Acharya

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନ ନେଇ ଶନିବାର ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ବିଜୁ ଜନତା ଦଳ ବିପୁଳ ଭୋଟରେ ବିଜୟୀ ହେବ | ୩ ମାସ ପୂର୍ବରୁ ପଦମପୁର ଉପନିର୍ବାଚନ ହେଲା ଓ ବିପୁଳ ଭୋଟରେ ବିଜେଡି ବିଜୟ ହାସଲ କଲା| ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ସଭାପତି…

କୃଷକମାନଙ୍କ ସମସ୍ତ ଧାନ କ୍ରୟ ସହିତ MSPକୁ ନିଶ୍ଚିତ କରୁ କେନ୍ଦ୍ର: ବିଜେଡି

ବରଗଡ଼: କେନ୍ଦ୍ର ସରକାର ଚଳିତ ବର୍ଷର ବଜେଟରେ ଧାନ କ୍ରୟ କ୍ଷେତ୍ରରେ ୨୦,୦୦୦ କୋଟି ଟଙ୍କାର ବୃହତ୍‍ ରାଶି ହ୍ରାସ କରିଛନ୍ତି । ସ୍ୱାମୀନାଥନ୍ କମିଶନ ରିପୋର୍ଟ ସୁପାରିସ କାର୍ଯ୍ୟକାରିତା ବିଷୟ ବି ଭୁଲିଯାଇଛନ୍ତି । ଏହି ବୃହତ୍‍ ୨୦,୦୦୦ କୋଟି ଟଙ୍କା ହ୍ରାସ ଯୋଗୁଁ କୃଷକମାନେ ସେମାନଙ୍କର…

ପୁରୀ ବଡଦାଣ୍ଡ ଉଚ୍ଛେଦ ପ୍ରସଙ୍ଗ: ସରକାରଙ୍କୁ ସମାଲୋଚନା କଲେ ପୂର୍ବତନ ବିଜେଡି ସାଂସଦ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିସର ଉଚ୍ଛେଦ ପ୍ରସଙ୍ଗକୁ ନେଇ ଓଡିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ତଥାଗତ ଶତପଥୀ। ଏହି ଉଚ୍ଛେଦ ପ୍ରକ୍ରିୟା ବେଆଇନ ହୋଇନପାରେ କିନ୍ତୁ ଏହାପ୍ରକାର ବେପରୁଆ ଓ ଅଶିଷ୍ଟତା । ଶହଶହ ବର୍ଷର ପୁରୁଣା…