ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ ମିଶ୍ର: ବିଜେଡି ମୁଖ୍ୟ ସଚେତକ
ଭୁବନେଶ୍ୱର: ବିଧାନସଭାର ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଜଣେ ଅଭ୍ୟାସଗତ ଅପରାଧୀ । ଏବେ କିଛିଦିନ ହେଲା ସେ ମାନସିକ ଭାରସାମ୍ୟ ହରାଇ ପାଗଳ ଭଳି ପ୍ରଳାପ କରୁଛନ୍ତି । ତେଣୁ ତାଙ୍କ ଭଳି ଜଣେ ବ୍ୟକ୍ତିଙ୍କ କଥାକୁ ବିଜୁ ଜନତା ଦଳ ଗୁରୁତ୍ୱ ଦେବାକୁ ଚାହୁଁନି। ବରଂ ବିଜେପି ନେତୃବୃନ୍ଦ…