Latest Odisha News

BREAKING NEWS

Browsing Tag

pratap samal

ପ୍ରତାପ ସାମଲଙ୍କ ୧୧.୩୫ କୋଟିର ସମ୍ପତ୍ତି ଆଟାଚ୍ କଲା ଇଡି

ଭୁବନେଶ୍ୱର: ଓଡ଼ିଶା ପୋଲିସ୍ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ପୂର୍ବତନ ଡେପୁଟି ମ୍ୟାନେଜରଙ୍କ ୧୧.୩୫ କୋଟି ମୂଲ୍ୟର ସମ୍ପତ୍ତି ଆଟାଚ୍ କରିଛି ଇଡି । ମନି ଲଣ୍ଡରିଂ ମାମଲାରେ ପ୍ରତାପ ଓ ତାଙ୍କ ପରିବାରର ଆୟ ବହିର୍ଭୂତ ସମ୍ପତ୍ତି ଆଟାଚ୍ ହୋଇଛି । ୨୦୨୧  ନଭେମ୍ବର ୧୦ ତାରିଖରେ…

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ; ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତ ଗ୍ରସ୍ତଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାମ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆଜି ରାଜ୍ୟ ସରକାର ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର…