ମହାପ୍ରଭୁଙ୍କ ପୋଢ଼ୁଆ ଭାରରେ ନାନା ବ୍ୟଞ୍ଜନ
ପୁରୀ : ଆଜି ହେଉଛି ପ୍ରଥମାଷ୍ଟମୀ । ଚଳଚଞ୍ଚଳ ହେଉଛି ଶ୍ରୀମନ୍ଦିର । ନୂଆ ପିନ୍ଧି ପୋଢୁଆଁ ହେବେ ବଡ଼ ଠାକୁର । ମହାପ୍ରଭୁଙ୍କ ପାଇଁ ମାମୁଁ ଘର କଟକ ନିଆଳିର ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁଭାର । ଭାରରେ ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ…