ବିଜେପିରେ ଯୋଗଦେଲେ ମୋରଡା ବିଧାୟକ ପ୍ରବୀଣ ଭଞ୍ଜଦେଓ
ଭବାନୀପାଟଣା : ଶାସକ ଦଳ ବିଜେଡିରୁ ଇସ୍ତଫା ଦେବାର ଗୋଟିଏ ଦିନ ପରେ ମୋରଡା ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ମଙ୍ଗଳବାର ଦିନ ବିଜେପିରେ ବିଧିବିଦ୍ଧ ଭାବେ ଯୋଗ ଦେଇଛନ୍ତି ।
ସେ ଭବାନୀପାଟଣା ଠାରେ ଆୟୋଜିତ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ମନ୍ତ୍ରୀ…