Latest Odisha News

BREAKING NEWS

Browsing Tag

Praveen Kumar

ପରଲୋକରେ ମହାଭାରତର ଭୀମ ପ୍ରବୀଣ କୁମାର

ଭୁବନେଶ୍ୱର: ପରଲୋକରେ ମହାଭାରତର ଭୀମ ପ୍ରବୀଣ କୁମାର  ।  ବି. ଆର ଚୋପ୍ରାଙ୍କ ଲୋକପ୍ରିୟ ପୌରାଣିକ ଶୋ’ ‘ମହାଭାରତ’ ରେ ଭୀମ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ପ୍ରବୀଣ କୁମାର ସୋବିତଙ୍କର ପରଲୋକ ହୋଇଛି । ୭୪ ବର୍ଷ ବୟସରେ ପ୍ରବୀଣ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ ଦୀର୍ଘ ଦିନ ଧରି…

ପାରାଲିମ୍ପିକ୍ସ ଭାରତକୁ ଆଉ ଗୋଟିଏ ପଦକ: ହାଇ ଜମ୍ପରେ ରୌପ୍ୟ ଆଣିଲେ ପ୍ରବୀଣ କୁମାର

ଟୋକିଓ: ପାରାଲିମ୍ପିକ୍ସରେ ଭାରତ ଖାତାରେ ଆଉ ଗୋଟିଏ ପଦକ । ପୁରୁଷ ହାଇଜମ୍ପ F୬୪ ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି ପ୍ରବୀଣ କୁମାର । ୧୮ ବର୍ଷୀୟ ପ୍ରବୀଣ ୨.୦୭ ମିଟର ଡେଇଁଥିଲେ । ଏଥିସହ ନୂଆ ଏସିଆନ୍ ରେକର୍ଡ କରିଛନ୍ତି ପ୍ରବୀଣ । ଏହି ସଫଳତା ପରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି…