ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ହେଲେ ନୂଆ ୩ ବିଚାରପତି
ଭୁବନେଶ୍ୱର: ଆଜି ଓଡ଼ିଶା ହାଇକୋର୍ଟରେ ଆଉ ୩ଜଣ ବିଚାରପତିଙ୍କୁ ନିଯୁକ୍ତି ମିଳିଛି । ଏହି ନୂଆ ୩ଜଣ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି ।
କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ସମ୍ବିଧାନର ଧାରା…