Latest Odisha News

BREAKING NEWS

Browsing Tag

President Of India

ରାଷ୍ଟ୍ରପତି ଦୌଡ଼ରେ କେବଳ ଦ୍ରୌପଦୀ ଆଉ ଯଶୱନ୍ତ ସିହ୍ନା; ଆଉ ସବୁ ନାକଚ ହେଇଗଲେ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହେବାର ସମସ୍ତ ପ୍ରକ୍ରିୟା ଶେଷ ହେଲା । ରବିବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ତାରିଖ ଶେଷ ହୋଇଛି । ଏହାପରେ ରିଟର୍ଣ୍ଣିଂ ଅଫିସର ତଥା ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ପିସି ମୋଦି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି…

ଆଜି ଶ୍ରୀମନ୍ଦିର ଓ କୋଣାର୍କ ମନ୍ଦିର ଆସୁଛନ୍ତି ରାଷ୍ଟ୍ରପତି

ପୁରୀ: ଆଜି ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱରରୁ ବାହାରି ସକାଳ ୯ଟା ୫ମିନିଟରେ ଶ୍ରୀମନ୍ଦିରରେ ପହଞ୍ଚିବେ । ପାଖାପାଖି ୪୦ ମିନିଟ ମନ୍ଦିର ଭିତରେ ରହିବେ ରାଷ୍ଟ୍ରପତି । ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ବିମଳା ଓ ମହାଲକ୍ଷ୍ମୀ ମନ୍ଦିର ଯିବେ ।…

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୨୧ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ରାଉରକେଲା ଯିବେ । ସେଠାରେ ଏନଆଇଟିର ଅଷ୍ଟାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ…

ମନେ ପଡ଼ନ୍ତି ନେତାଜୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ ଦେଶ ବ୍ୟାପୀ ପାଳନ ହେଉଛି ପରାକ୍ରମ ଦିବସ । ଭାରତର ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଅବଦାନକୁ ପୁରା ଦେଶ ମନେ ପକାଉଛି । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି…

ଓଡିଆରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ 

ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ଉଭୟ ଟ୍ୱିଟ୍‌ରରେ ଓଡିଆ ଭାଷାରେ ଲେଖି ସମସ୍ତ ଓଡିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ରାଜ୍ୟର ଭବିଷ୍ୟତ ଉଜ୍ଜ୍ୱଳମୟ,…