Latest Odisha News

BREAKING NEWS

Browsing Tag

President Ramnath Kovid

ଅପରାଧୀ ଚିହ୍ନଟ ପ୍ରକ୍ରିୟା ଏବଂ ଦିଲ୍ଲୀ ମହାନଗର ନିଗମ ଆକ୍ଟ କୁ ଅନୁମୋଦନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଚଳିତ ବଜେଟ୍ ଅଧିବେଶନରେ ପାରିତ ହୋଇଥିବା ଦୁଇଟି ବିଲ୍ କୁ ଅନୁମୋଦନ କରି ଆଇନରେ ପ୍ରଣୀତ କରିଛନ୍ତି । କ୍ରିମିନାଲ ପ୍ରୋସିଜର(ଆଇଡେଣ୍ଟିଫିକେସନ) ଆକ୍ଟ-୨୦୨୨ ଏବଂ ଦିଲ୍ଲୀ ମହାନଗର ନିଗମ ଆକ୍ଟ-୨୦୨୨କୁ ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି ।…

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ଲାଗି ୫ ଲକ୍ଷ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଲାଗି ଶୁକ୍ରବାର ଦିନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ୫ ଲକ୍ଷ ଟଙ୍କା ଦାନ କରିଛନ୍ତି। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଏହାର ସହ-ସଭାପତି ଗୋବିନ୍ଦ ଦେବ ଗିରିଜୀ ମହାରାଜ ରାଷ୍ଟ୍ରପତି କୋବିନ୍ଦଙ୍କୁ ଭେଟିଥିବା ନେଇ…

ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ଆଜି ହେଉଛି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ଟୁଇଟ ଯୋଗେ କହିଛନ୍ତି ଯେ, ରାଷ୍ଟ୍ରପତି ଜୀଙ୍କୁ ତାଙ୍କ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ତାଙ୍କର ସମୃଦ୍ଧ…

ଗୁରୁ ଦିବସରେ ରାଷ୍ଟ୍ରପତି ପୁରସ୍କାର ପାଇଲେ ୨ ଓଡ଼ିଆଙ୍କ ସମେତ ୪୭ ଶିକ୍ଷକ

ନୂଆଦିଲ୍ଲୀ: ଗୁରୁ ଦିବସରେ ସମ୍ମାନୀତ ହେଲେ ଗୁରୁ । ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ । ଅଜି ଗୁରୁ ଦିବସ ଅବସରରେ ବସନ୍ତ କୁମାର ସାହୁ ଓ ତାପସ କୁମାର ମହାନ୍ତିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ମିଳିଛି । ବସନ୍ତ କୁମାର ସାହୁ ବୌଦ୍ଧ ଜିଲ୍ଲା ହରଭଙ୍ଗା ସରସରା ଉଚ୍ଚ…

ପ୍ରଣବଙ୍କ ବିୟୋଗରେ ଶୋକ, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଳୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ହୋଇଛି । ସୋମବାର ସନ୍ଧ୍ୟାରେ ୮୪ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଅନେକ ରାଜନେତା ଟ୍ୱିଟ୍ କରି ପ୍ରଣବକୁ…

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଦେଶବାସୀଙ୍କୁ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟ୍ବିଟ କରି ରାଷ୍ଟ୍ରପତି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ଅପାର କୃପାରୁ ସମସ୍ତଙ୍କୁ କୋଭିଡ-୧୯ ମହାମାରୀର ସାମନା କରିବା ପାଇଁ ସାହସ ଓ ଦୃଢ଼…