Latest Odisha News

BREAKING NEWS

Browsing Tag

President Ramnath Kovind

ପୁରୀରେ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ପୁରୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ପୁରୀ ଅଭିମୁଖେ ଯାଇଛନ୍ତି । ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସେ ସୌଜନ୍ୟମୂଳକ ସାକ୍ଷାତ କରିବେ ଧର୍ମେନ୍ଦ୍ର…

ପୁରୀରେ ବିଶ୍ଵ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତକାଲ ସେ ଶ୍ରୀକ୍ଷେତ୍ରରେ ରାତ୍ରିଯାପନ କରିଥିଲେ । ଆଜି ସକାଳ ୧୦ଟା ୩୫ରେ ପୁରୀ ବଡ଼ଦାଣ୍ଡ ସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୧୧ଟାରେ ଶରଧାବାଲିରେ ହେବାକୁ…

ରାଷ୍ଟ୍ରପତିଙ୍କ ଅଭିଭାଷଣ ସହ ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହୋଇଛି ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସହ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ପାର୍ଲାମେଣ୍ଟର ସେଣ୍ଟ୍ରାଲ୍ ହଲରେ ଉଭୟ ଗୃହକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସ୍ୱାଧୀନତାରେ ୭୫ ବର୍ଷ ଭିତରେ…

ଗୁରୁଦିସରେ ଓଡ଼ିଶାର ୨ଜଣଙ୍କ ସମେତ ୪୪ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାର ପ୍ରଦାନ

ନୂଆଦିଲ୍ଲୀ: ଆଜି ହେଉଛି ଗୁରୁ ଦିବସ । ଏହି ଅବସରରେ ଓଡ଼ିଶାର ୨ଜଣ ଶିକ୍ଷକଙ୍କ ସମେତ ଦେଶର ୪୪ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର-୨୦୨୧ରେ ସମ୍ମାନିତ କରାଯାଇଛି । ରାଷ୍ଚ୍ରପତି ରାମନାଥ କୋବିନ୍ଦ ସେମାନଙ୍କୁ ଭିଡିଓ କନଫରେନ୍ସିଂରେ ସମ୍ମାନିତ କରିଛନ୍ତି । ରାଷ୍ଟ୍ରୀୟ ଶିକ୍ଷକ…

ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର; ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର

ନୂଆଦିଲ୍ଲୀ: ଶୁକ୍ରବାର ଦିନ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାପଡ଼ିଛି। ଏହାସହିତ ତାଙ୍କର ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆଜି…

ରାଷ୍ଟ୍ରପତିଙ୍କୁ ତାଙ୍କ ବାପାଙ୍କ ଦସ୍ତଖତ ଥିବା ତାମ୍ର ଫଳକ ଉପହାର ଦେଲେ କୌଳିକ ପଣ୍ଡା

ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତବେଳେ କୌଳିକ ପଣ୍ଡା କିଛି ପୂର୍ବ କଥା ମନେ ପକାଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାପା ମଇକୁଲାଲ କୋରି ପୂର୍ବରୁ ପୁରୀ ଆସିଥିଲେ ଓ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ । ଏହାର ସ୍ମୃତିକୁ କୌଳିକ ପଣ୍ଡା ରାଷ୍ଟ୍ରପତିଙ୍କୁ ଉପହାର ଆକାରରେ…

ଆଜି ଶ୍ରୀମନ୍ଦିର ଓ କୋଣାର୍କ ମନ୍ଦିର ଆସୁଛନ୍ତି ରାଷ୍ଟ୍ରପତି

ପୁରୀ: ଆଜି ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱରରୁ ବାହାରି ସକାଳ ୯ଟା ୫ମିନିଟରେ ଶ୍ରୀମନ୍ଦିରରେ ପହଞ୍ଚିବେ । ପାଖାପାଖି ୪୦ ମିନିଟ ମନ୍ଦିର ଭିତରେ ରହିବେ ରାଷ୍ଟ୍ରପତି । ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ବିମଳା ଓ ମହାଲକ୍ଷ୍ମୀ ମନ୍ଦିର ଯିବେ ।…

କାଲି ମହାପ୍ରଭୂଙ୍କୁ ଦର୍ଶନ କରିବେ ମହାମହିମ, ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି 

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଆଜି ପୁରୀରେ ପୋଲିସ ପକ୍ଷରୁ  କାରକେଡର ମକ ଡ୍ରିଲ ହୋଇଛି । ତାଳ ବଣିଆ ହେଲି ପ୍ୟାଡ଼ରୁ ଶ୍ରୀମନ୍ଦିର ସିଂହଦ୍ୱାର…

NIT ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ରାଷ୍ଟ୍ରପତି

ରାଉରକେଲା: ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତି ପରାମର୍ଶ ଦେଇଛନ୍ତି, ଯାହା ନିଜକୁ ସନ୍ତୁଷ୍ଟ କରେ ତାହା କରିବା ପାଇଁ ବାଛନ୍ତୁ ଜ୍ଝ ଏମିତି କର ଯାହା ତୁମକୁ ନିଜ ଆକାଂକ୍ଷା ପୂରଣ ଦିଗର୍ ଅଧିକ ନିକଟତର କରିବ ।…

ଆଜି ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳ ୯ଟାରେ ଶ୍ରୀ କୋବିନ୍ଦ କାରକେଡରେ ରାଜଭବନରୁ ବାହାରି ୯ଟା ୫ରେ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ୯ଟା ୧୫ମିନିଟରେ ଝାରସୁଗୁଡା ବିମାନବନ୍ଦର ଅଭିମୁଖେ ବିମାନରେ ଯିବେ । ସେଠାରେ ୯ଟା ୫୫ରେ…